babushan
Advertisment
ଓଲିଉଡ୍ ଅଭିନେତା ବାବୁସାନ ଓ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ଭିଡିଓ ଭାଇରାଲ। ବାବୁସାନ ଏବଂ ପ୍ରକୃତିଙ୍କ ସହ ବାବୁସାନଙ୍କ ପତ୍ନୀ ଝଗଡ଼ା କରୁଥିବା ଏକ ଭିଡିଓ ଭାଇରାଲ ହୋଇଛି। ରାସ୍ତା ଉପରେ କାରରେ ବସିଥିବା ବାବୁସାନଙ୍କ ସହ ତାଙ୍କ ପତ୍ନୀ ଝଗଡ଼ା କରୁଥିବା ଦୃଶ୍ୟରେ ଦେଖିବାକୁ ମିଳିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2022/07/babushan.jpg)