/odisha-reporter/media/post_attachments/uploads/2022/11/jay-panda.jpg)
jay panda
ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର କରୁଛନ୍ତି ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା। ତାଙ୍କ ସହ ରାଷ୍ଟ୍ରୀୟ ମୁଖପାତ୍ର ଡ ସମ୍ବିତ ପାତ୍ର ଆଜି ଝାରବନ୍ଧ ବ୍ଲକର ବିଲାସପୁରଠାରେ ସାଧାରଣ ସଭାରେ ଯୋଗ ଦେଇଛନ୍ତି। ପଦ୍ମପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ ପ୍ରଚାର କରିବେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
