ପଡ଼ି ରହିଛି ଅନେକ ବିବାହ ବିଚ୍ଛେଦ ମାମଲା

ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ କଳହକୁ ନେଇ ଫ୍ୟାମିଲି କୋର୍ଟରେ ମାମଲା ଚାଲିଥିବା ବେଳେ ଏହାର ତ୍ୱରିତ ଶୁଣାଣି ନିର୍ଦ୍ଦେଶ ପାଇଁ ଆବେଦନ କରିଥିଲେ ଅନୁଭବ ମହାନ୍ତି। ମାତ୍ର ଅନୁଭବଙ୍କ ଏହି ଆବେଦନକୁ ଡିସ୍ପୋଜ ଅଫ କଲେ ହାଇକୋର୍ଟ