ଅସହ୍ୟ ହେଲାଣି ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଯାତନା। ମୁହଁ ଖୋଲିବାରୁ କର୍ମଚାରୀଙ୍କୁ ରାତାରାତି ବଦଳି। କଲେକ୍ଟର ବୋଲି ସାତଖୁଣ ମାଫ୍। ପିଏଙ୍କ ପରେ ସାମ୍ନାକୁ ଆସିଲେ ଆଉ ତିନି କର୍ମଚାରୀ। ଚତୁର୍ଥ ଶ୍ରେଣୀ କର୍ମଚାରୀ ବୋଲି କ’ଣ ଏମାନେ ମୁଣ୍ଡ ବିକିଛନ୍ତି? ଜିଲ୍ଲାପାଳଙ୍କ ବିରୁଦ୍ଧରେ ଅଭିଯୋଗ ପରେ କାହିଁକି ହେଉନି କେସ୍ ରେଜିଷ୍ଟ୍ରେସନ? ପିଏଙ୍କ ସ୍ତ୍ରୀ କହିଲେ ଆମେ ଏବେ ନଜରବନ୍ଦୀ।
https://youtu.be/OZNdunZ0sSQ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଗାୟକ ଦିଲଜିତ ଦୋସାଞ୍ଜଙ୍କୁ ତେଲାଙ୍ଗାନା ସରକାରଙ୍କ ନୋଟିସ୍
ଆଜି ହାଇଦ୍ରାବାଦରେ ଗାୟକ ଦିଲଜିତ ଦୋସାଞ୍ଜଙ୍କ ମ୍ୟୁଜିକ୍ କନ୍ସର୍ଟର କାର୍ଯ୍ୟକ୍ରମ ରହିଛି।
National
ନିଜ ମାଲିକଙ୍କୁ କାମୁଡ଼ି ଲହୁଲୁହାଣ କଲା ପୋଷା କୁକୁର
୨୬ ବର୍ଷୀୟ ଯୁବକଙ୍କ ମୁହଁକୁ କାମୁଡ଼ି ଲହୁଲୁହାଣ କରିଛି ନିଜ ପୋଷା ପିଟ୍ବୁଲ୍ କୁକୁର। ଡାକ୍ତରଖାନାରେ ଅସ୍ତ୍ରୋପଚାର ପରେ ଚିକିତ୍ସାଧୀନ ଅଛନ୍ତି ଯୁବକ।
National
ଅଣନିଃଶ୍ୱାସୀ କରୁଛି ରାଜଧାନୀ ପ୍ରଦୂଷଣ: କାଲି ଠାରୁ ଏହି ସବୁ କାମ ବନ୍ଦ
ବୁଧବାର ସକାଳୁ ଏପରି ସ୍ଥିତି ଲାଗି ରହିଥିବା ବେଳେ ଦିଲ୍ଲୀରେ ବାୟୁର ଗୁଣବତ୍ତା ସାଂଘାତିକ ସ୍ତରକୁ ଖସି ଯାଇଛି। ଏବେ ଦିଲ୍ଲୀର ଏକାଧିକ ଅଞ୍ଚଳରେ ବାୟୁର ଗୁଣବତ୍ତା ସୂଚକାଙ୍କ ୪୦୦ ଉପରେ ରହିଛି।