ପ୍ରଜାତନ୍ତ୍ରର ୭୫ତମ ସ୍ୱନକ୍ଷତ୍ର ଉତ୍ସବରେ, କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ପୁଅ ଲୋକ ରଞ୍ଜନ ମହତାବ ଯେଉଁଭଳି ଢ଼ଙ୍ଗରେ ମଞ୍ଚରେ ନଜର ଆସିଲେ, ତାକୁ ନେଇ ଏବେ ସବୁଠି ଚର୍ଚ୍ଚା। ସାଧାରଣତଃ କମ୍ ନଜର ଆସୁଥିବା ଲୋକ ରଞ୍ଜନ ପ୍ରଜାତନ୍ତ୍ରର କାର୍ଯ୍ୟକ୍ରମରେ ମଞ୍ଚ ଉପରକୁ ଆସି ଗୃହମନ୍ତ୍ରୀ ଅମିତ ଶାହା, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଧନ୍ୟବାଦ ଦେବା ସହ ମହତାବ ଲିଗାସୀକୁ ଆଗେଇ ନେବା କେତେ ବଡ଼ ଆହ୍ବାନ ତାହା ପ୍ରକାଶ କରିଥିଲେ।
https://youtu.be/fwXqAdfhHLg
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମନ ଦୁଃଖ କରିବନି, ବାହା ହୋଇଯିବ...
ଯୁବତୀ ଜଣଙ୍କ ଆତ୍ମହତ୍ୟା କରିବା ପୂର୍ବରୁ ତାଙ୍କ ପ୍ରେମିକ ପାଇଁ ଗୋଟିଏ ଭିଡିଓ ରେକର୍ଡ କରିଛନ୍ତି। ଏଥିରେ ସେ ନିଜ ପ୍ରେମିକଙ୍କୁ କ୍ଷମା ମାଗିବା ସହ ଘରେ ଘଟୁଥିବା ଝଗଡ଼ାକୁ ନେଇ ସେ ଥକି ଯାଇଥିବା କହିଛନ୍ତି।
National
ସଞ୍ଜୟ ସିଂହଙ୍କ ବିରୋଧରେ ୧୦୦ କୋଟିର ମାନହାନୀ କେସ୍ କଲେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ
କ୍ୟାଶ ଫର ଜବ୍ସ ସ୍କାମରେ ସଞ୍ଜୟ ସିଂହ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀଙ୍କ ନାଁ ନେଇଥିଲେ। ଏଥିପାଇଁ ସେ କୋର୍ଟରେ ମାନହାନୀ କେସ୍ କରିଥିଲେ।
Politics
ନିର୍ବାଚନ ପରାଜୟ ପରେ ପ୍ରଥମଥର ଫଡ଼ନାଭିସଙ୍କୁ ଭେଟିଲେ ଉଦ୍ଧବ ଠାକରେ
ଉଦ୍ଧବ ଠାକରେଙ୍କ ପୁଅ ତଥା ଶିବସେନା(ଉଦ୍ଧବ ବାଲାସାହେବ ଠାକରେ) ଆଦିତ୍ୟ ଠାକରେଙ୍କ ମଧ୍ୟ ବାପାଙ୍କ ସହ ଏହି ବୈଠକରେ ଉପସ୍ଥିତ ରହିଥିଲେ।
Politics
ମନ୍ତ୍ରୀ ପଦ ନ ମିଳିବାରୁ ରାଗି ଗଲେ ଛଗନ ଭୁଜବଳ, ଉପ ମୁଖ୍ୟମନ୍ତ୍ରୀଙ୍କୁ କଲେ ଟାର୍ଗେଟ
ଅଜିତ ପାୱାରଙ୍କ ସମେତ ଏନସିପିର କାର୍ଯ୍ୟକାରୀ ସଭାପତି ପ୍ରଫୁଲ ପଟେଲଙ୍କୁ ମଧ୍ୟ ସେ ସମାଲୋଚନା କରିଛନ୍ତି। କ’ଣ ସେ ସେମାନଙ୍କ ହାତର ଚାବି ଦିଆ କଣ୍ଢେଇ ବୋଲି ମଧ୍ୟ ଛଗନ ଭୁଜବଳ ପ୍ରଶ୍ନ କରିଛନ୍ତି।
National
ଅନ୍ତଃବସ୍ତ୍ର ଭିତରେ ୧.୭ କେଜି ସୁନା ସ୍ମଗଲିଂ ବେଳେ ଧରା ପଡ଼ିଲେ ଏୟାର ଇଣ୍ଡିଆ କ୍ରୁ
ଏୟାର ଇଣ୍ଡିଆର ସଦସ୍ୟ ଜଣଙ୍କ ଜଣେ ଯାତ୍ରୀଙ୍କୁ ୨୪ କ୍ୟାରେଟର ୧.୭ କେଜି ସୁନା ସ୍ମଗଲିଂ କରିବାରେ ସହାୟତା କରୁଥିଲେ।