ମମିତା ମେହେର ମାମଲାରେ କେବଳ ଦୁଇ ଜଣ ବ୍ୟକ୍ତି ସମ୍ପୃକ୍ତ। ଗିରଫ ହୋଇଥିବା ଗୋବିନ୍ଦ ସାହୁ ଏବଂ ରାଧେଶ୍ୟାମ ଚଣ୍ଡି ହିଁ ଏହି ଜଘନ୍ୟ କାଣ୍ଡରେ ସାମିଲ ବୋଲି ସରକାରୀ ଭାବରେ ବିଧାନସଭାରେ କୁହାଯାଇଛି। ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କ ଏକ ପ୍ରଶ୍ନର ଉତ୍ତରରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାର କାନ୍ତି ବେହେରା କହିଛନ୍ତି।
https://youtu.be/3pnonVrkeVA
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।