ଅପରାଜିତାଙ୍କ ଅନ୍ନପୂର୍ଣ୍ଣା

<p>ରାଜ୍ୟରେ ରାଜନୈତିକ ହିଂସାକାଣ୍ଡ ବଢ଼ିଚାଲିଛି। ଏହାର ତାଲିକା ଦେଲେ ରାଜ୍ୟ ପୁଲିସ ମୁଖିଆଙ୍କୁ ଚିଠି ଲେଖିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ। ଗତ କିଛି ବର୍ଷ ଭିତରେ ୧୫ ଜଣ ବିଜେପି ନେତା ଓ କର୍ମୀଙ୍କୁ ହତ୍ୟା କରାଯାଇଥିବା ନେଇ ଚିଠିରେ ଅପରାଜିତା ଉଲ୍ଲେଖ କରିଛନ୍ତି।</p>

Ordigital Desk
  • Published: Saturday, 09 January 2021
  • Updated: 09 January 2021, 01:11 PM IST

Sports

Latest News

<p>ରାଜ୍ୟରେ ରାଜନୈତିକ ହିଂସାକାଣ୍ଡ ବଢ଼ିଚାଲିଛି। ଏହାର ତାଲିକା ଦେଲେ ରାଜ୍ୟ ପୁଲିସ ମୁଖିଆଙ୍କୁ ଚିଠି ଲେଖିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ। ଗତ କିଛି ବର୍ଷ ଭିତରେ ୧୫ ଜଣ ବିଜେପି ନେତା ଓ କର୍ମୀଙ୍କୁ ହତ୍ୟା କରାଯାଇଥିବା ନେଇ ଚିଠିରେ ଅପରାଜିତା ଉଲ୍ଲେଖ କରିଛନ୍ତି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos