ଅପରାଜିତାଙ୍କ ଅନ୍ନପୂର୍ଣ୍ଣା

ରାଜ୍ୟରେ ରାଜନୈତିକ ହିଂସାକାଣ୍ଡ ବଢ଼ିଚାଲିଛି। ଏହାର ତାଲିକା ଦେଲେ ରାଜ୍ୟ ପୁଲିସ ମୁଖିଆଙ୍କୁ ଚିଠି ଲେଖିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ। ଗତ କିଛି ବର୍ଷ ଭିତରେ ୧୫ ଜଣ ବିଜେପି ନେତା ଓ କର୍ମୀଙ୍କୁ ହତ୍ୟା କରାଯାଇଥିବା ନେଇ ଚିଠିରେ ଅପରାଜିତା ଉଲ୍ଲେଖ କରିଛନ୍ତି।