/odisha-reporter/media/post_attachments/uploads/2022/04/puja.jpg)
puja
ବଡ଼ ଭାଇ ସମେତ ତାଙ୍କ ପରିବାରର ସମସ୍ତ ସଦସ୍ୟଙ୍କୁ ମାରି ଦେଲା ସାନ ଭାଇ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି କଟକ ଜିଲ୍ଲା ମାହାଙ୍ଗା ଥାନା ଅନ୍ତର୍ଗତ କୁସୁପୁରରେ । । ଗତକାଲି ରାତିରେ ଭାଇ, ଭାଉଜ ଓ ସେମାନଙ୍କ ତିନି ଛୁଆ ମୋତେ ଗାଳିଗୁଲଜ କରିବା ସହିତ ମାଡ଼ ମାରିଥିଲେ। ଏହା ପରେ ମୁଁ ମାନସିକ ଭାରସାମ୍ୟ ହରାଇ ବସିଲି ଓ ସେମାନଙ୍କୁ ମାରିଦେଲି ଏମିତି କହି ଦୋଷ ସ୍ବିକାର କରିଛନ୍ତି ଅପରାଧି ଜଣକ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
