ମୁଁ ସମସ୍ତଙ୍କୁ ମାରିଦେଲି

ବଡ଼ ଭାଇ ସମେତ ତାଙ୍କ ପରିବାରର ସମସ୍ତ ସଦସ୍ୟଙ୍କୁ ମାରି ଦେଲା ସାନ ଭାଇ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି କଟକ ଜିଲ୍ଲା ମାହାଙ୍ଗା ଥାନା ଅନ୍ତର୍ଗତ କୁସୁପୁରରେ । । ଗତକାଲି ରାତିରେ ଭାଇ, ଭାଉଜ ଓ ସେମାନଙ୍କ ତିନି ଛୁଆ ମୋତେ ଗାଳିଗୁଲଜ କରିବା ସହିତ ମାଡ଼ ମାରିଥିଲେ। ଏହା ପରେ ମୁଁ ମାନସିକ ଭାରସାମ୍ୟ ହରାଇ ବସିଲି ଓ ସେମାନଙ୍କୁ ମାରିଦେଲି ଏମିତି କହି ଦୋଷ ସ୍ବିକାର କରିଛନ୍ତି ଅପରାଧି ଜଣକ ।