ସାର୍ ଖୋଜୁଛନ୍ତି ମନ୍ତ୍ରୀଙ୍କୁ। ବିଧାୟକ ବି କହୁଛନ୍ତି କୁଆଡ଼େ ଗଲେ ମନ୍ତ୍ରୀ? ହେଲେ ମନ୍ତ୍ରୀ କିନ୍ତୁ ପଦ୍ମପୁର ପ୍ରଚାରରେ ମାତିଛନ୍ତି, ଆଉ ଏପଟେ ମନ୍ତ୍ରୀଙ୍କୁ ନପାଇ ରାଗିପାଚି ଲାଲ ଶିକ୍ଷକ। ନିଜ ହକ ଦାବି କରି ଲକ୍ଷ ଲକ୍ଷ ଶିକ୍ଷକ ପିଏମଜି ଛକରେ ପଡ଼ି ରହିଛନ୍ତି। ବିଧାନସଭାରେ ମଧ୍ୟ ଶିକ୍ଷକଙ୍କ ପ୍ରସଙ୍ଗକୁ ନେଇ ଗୃହ ହୁଲୁସ୍ତୁଲ। ବିରୋଧୀଙ୍କ ପ୍ରଶ୍ନ, କୁଆଡ଼େ ଗଲେ ଗଣଶିକ୍ଷା ମନ୍ତ୍ରୀ? ଶିକ୍ଷକ ପ୍ରସଙ୍ଗରେ କିଏ ରଖିବ ଉତ୍ତର?
https://youtu.be/_HIEyaEHpIA
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
IPS ଗୌତମଙ୍କୁ ୮ ମାସର ଜେଲ ଦଣ୍ଡ ଦେଲେ ସିବିଆଇ କୋର୍ଟ
ସରକାରୀ ଓକିଲ ଦାଖଲ କରିଥିବା ପ୍ରମାଣକୁ ଦେଖିବା ପରେ ନିଃସନ୍ଦେହରେ କୁହାଯାଇ ପାରେ ଯେ ସମସ୍ତ ଅଭିଯୁକ୍ତ ଅପରାଧିକ ଷଡ଼ଯନ୍ତ୍ରରେ ସାମିଲ ରହିଛନ୍ତି।
National
ହୁଣ୍ଡିରେ ଖସି ପଡ଼ିଲା ଭକ୍ତଙ୍କ ଆଇ-ଫୋନ, ଭଗବାନଙ୍କ ସମ୍ପତ୍ତି କହି ରଖିଦେଲା ମନ୍ଦିର
ସେ ମନ୍ଦିରକୁ ଦାନ କରୁଥିବା ବେଳେ ଭୁଲ ବଶତଃ ତାଙ୍କ ପକେଟରେ ଥିବା ଆଇଫୋନଟି ହୁଣ୍ଡିରେ ପଡ଼ି ଯାଇଥିଲା।
National
'ଗୋଟିଏ ଦେଶ, ଗୋଟିଏ ନିର୍ବାଚନ' ପାଇଁ ଜେପିସି କମିଟିରେ ୩୯ ସଦସ୍ୟ, ଓଡ଼ିଶାରୁ ୪ ସାଂସଦ
ଶାସକ ଏନଡିଏରୁ ୨୭ ଓ ବିଭିନ୍ନ ବିରୋଧୀ ଦଳରୁ ୧୨ ସାସଂଦଙ୍କୁ ଜେପିସିରେ ମିଳିଲା ସ୍ଥାନ। ଓଡ଼ିଶାରୁ ବୈଜୟନ୍ତ, ଭର୍ତ୍ତୃହରି, ସମ୍ବିତଙ୍କ ସମେତ ମାନସ ମଙ୍ଗରାଜ କମିଟିରେ ସାମିଲ।
National
ନିୟମରେ ହେଲା ବଡ଼ ପରିବର୍ତ୍ତନ: ଭିଡିଓ ରେକର୍ଡିଂ ଦେଖାଇବେନି ନିର୍ବାଚନ କମିଶନ
ଗୋଟିଏ କୋର୍ଟ କେସ୍ ଯୋଗୁ ହିଁ ସରକାର ଏହି ନିୟମରେ ସଂଶୋଧନ କରାଯାଇଥିବା ଅଭିଯୋଗ ହୋଇଛି।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।