ମହିମା ମିଶ୍ରଙ୍କ ଘରେ ସିବିଆଇ ରେଡ୍‌

ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଓ ଅଫିସ୍‌ରେ ସିବିଆଇ ଟିମ୍‌। କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍‌ ଚଢ଼ାଉ କରିଥିବା ବେଳେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। ଏନେଇ ସିବିଆଇ ତରଫରୁ କିଛି ଘୋଷଣା ହୋଇ ନ ଥିବା ବେଳେ ୨୫ ଲକ୍ଷ ଟଙ୍କାର ଏକ ଲାଞ୍ଚ କାରବାର ଅଭିଯୋଗରେ ଏହି ଚଢାଉ ଚାଲିଥିବା ଜଣାପଡିଛି।