mahima
Advertisment
ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଓ ଅଫିସ୍ରେ ସିବିଆଇ ଟିମ୍। କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍ ଚଢ଼ାଉ କରିଥିବା ବେଳେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। ଏନେଇ ସିବିଆଇ ତରଫରୁ କିଛି ଘୋଷଣା ହୋଇ ନ ଥିବା ବେଳେ ୨୫ ଲକ୍ଷ ଟଙ୍କାର ଏକ ଲାଞ୍ଚ କାରବାର ଅଭିଯୋଗରେ ଏହି ଚଢାଉ ଚାଲିଥିବା ଜଣାପଡିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2022/08/mahima.jpg)