୨୦୨୦ ନଭେମ୍ୱର ୧ ତାରିଖରେ ସାମ୍ନାକୁ ଆସିଥିବା ସାଟେଲାଇଟ୍ ଛବିକୁ ବିଶେଷଜ୍ଞମାନେ ସମୀକ୍ଷା କରିବା ପରେ ଜଣାପଡ଼ି ଯେ ଅରୁଣାଚଳପ୍ରଦେଶରେ ଚାଇନା ଭାରତୀୟ ସୀମାରେ ସାଢ଼େ ୪ କିମି ଭିତରକୁ ପ୍ରବେଶ କରିଛି।
https://www.youtube.com/watch?v=xXx2ExnyC0A
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଏଥର ବି ସାଧାରଣତନ୍ତ୍ର ଦିବସରେ ଦିଶିବନି ଦିଲ୍ଲୀର ପ୍ରଜ୍ଞାପନ ମେଢ଼
ଏହାକୁ ମିଶାଇ ୪ର୍ଥ ଥର ପାଇଁ ଦେଶର ରାଜଧାନୀ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ପ୍ରଦର୍ଶିତ କରିବାକୁ ଅନୁମତି ମିଳିନାହିଁ।
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
National
ଅଲ୍ଲୁ ଅର୍ଜୁନଙ୍କ ଘର ଆଗରେ ବିକ୍ଷୋଭ ଓ ଭଙ୍ଗାରୁଜା, ୮ ଗିରଫ
ବିକ୍ଷୋଭକାରୀ ଅଲ୍ଲୁ ଅର୍ଜୁନଙ୍କ ବାସଭବନରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ୮ ଜଣଙ୍କୁ ଉଠାଇ ନେଇଛି ପୁଲିସ।
National
ବିଷ ବଳୟରେ ରାଜଧାନୀ; ‘ସିଭିୟର’ ସ୍ଥିତିରେ ବାୟୁ ପ୍ରଦୂଷଣ
ରବିବାର ଦିନ ୩ଟା ସୁଦ୍ଧା ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୬ରେ ପହଞ୍ଚିଛି। ୧୬ ଡିସେମ୍ବର ରାତିରୁ ଲାଗୁ ହୋଇଛି ଗ୍ରାପ-୪ କଟକଣା।
National
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା କୁଏତର ସର୍ବୋଚ୍ଚ ସମ୍ମାନ
ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ ‘ଅର୍ଡର ଅଫ୍ ମୁବାରକ୍ ଅଲ୍-କବୀର’ ପ୍ରଦାନ କରାଯାଇଛି। ଏହା ହେଉଛି କୌଣସି ଦେଶ ଦ୍ୱାରା ମୋଦିଙ୍କୁ ପ୍ରଦାନ କରାଯାଇଥିବା ୨୦ଶ ଅନ୍ତର୍ଜାତୀୟ ସମ୍ମାନ।