ଶିକ୍ଷକଙ୍କ ଉପରେ ମାନସିକ ଯନ୍ତ୍ରଣା, କେମିତି ପଢ଼ାଇବେ ପାଠ? ରାଜରାସ୍ତାରେ ଯଦି ଶିକ୍ଷକ ଆନ୍ଦୋଳନ କରିବେ. ସ୍କୁଲରେ ପିଲା କରିବେ କଣ? ୨୦୦୧ ମସିହାରୁ ରାଜ୍ୟରେ ଶିକ୍ଷା ସହାୟକ ନାଁରେ ଶିକ୍ଷକଙ୍କ ନିଯୁକ୍ତ ଆରମ୍ଭ ହେଲା। ଅର୍ଥାତ ୨୦୦୧ରୁ ଠିକା ଯୁଗର ଆରମ୍ଭ ହେଲା। ଖୁଚୁରା ଦେଇ ବଡ଼ ଆଶା କରୁଥିଲେ ସରକାର। ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକର ପ୍ରାଥମିକ ଶିକ୍ଷକମାନେ ଏବେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ନିକଟରେ ରାଜ୍ୟ ସରକାର ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରାତ୍ୟାହାର ଘୋଷଣା କଲା ପରେ ଅନ୍ୟମାନଙ୍କ ସହ ପ୍ରାଥମିକ ଶିକ୍ଷକମାନେ ମଧ୍ୟ ବେଶ ଖୁସିଥିଲେ। ହେଲେ ସରକାରଙ୍କର ବିଜ୍ଞପ୍ତି ଦେଖିବା ପରେ ଭାଙ୍ଗିଯାଇଥିଲା ଏହି ପ୍ରାଥମିକ ଶିକ୍ଷକଙ୍କ ମନ।
https://youtu.be/GB1rFpRbW04
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ବାଜପେୟୀଙ୍କ ସ୍ମୃତିପୀଠରେ ‘ରଘୁପତି ରାଘବ’କୁ ନେଇ ବିବାଦ: ସରି କହିଲେ ସିଙ୍ଗର୍
କାର୍ଯ୍ୟକ୍ରମ ବେଳେ ଗାୟିକା ଦେବୀ ଷ୍ଟେଜ ଉପରେ ମହାତ୍ମା ଗାନ୍ଧିଙ୍କ ସହ ଜଡ଼ିତ ରଘୁପତି ରାଘବ ରାଜା ରାମ ଗୀତ ଗାଇବା ଆରମ୍ଭ କରିଥିଲେ। ତେବେ ଏହାକୁ ସେଠାରେ ଉପସ୍ଥିତ କିଛି ଲୋକ ବିରୋଧ କରିଥିଲେ।
National
କିନ୍ନରଙ୍କୁ ପ୍ରେମ ବିବାହ କରିବାକୁ ନିଷ୍ପତ୍ତି ନେଲା ପୁଅ, ଜୀବନ ହାରିଦେଲେ ବାପା-ମା’
ଘରର ଏକମାତ୍ର ପୁଅର ଏପରି କିନ୍ନର ପ୍ରେମକୁ ବାପା ମା’ ବିରୋଧ କରିଥିଲେ। ସେମାନେ ପୁଅକୁ ବୁଝାସୁଝା ମଧ୍ୟ କରିଥିଲେ।
National
ସେଲେବ୍ରିଟିମାନେ ଫ୍ୟାନ୍ମାନଙ୍କୁ ନିୟନ୍ତ୍ରଣରେ ରଖିବା ଦରକାର: ରେବନ୍ତ ରେଡ୍ଡୀ
ଅଲ୍ଲୁ ଅର୍ଜୁନଙ୍କ ବାପା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କୁ ଭେଟିଛନ୍ତି। ତାଙ୍କ ସହ ଟଲିଉଡ ଇଣ୍ଡଷ୍ଟ୍ରିର ଅଧିକାଂଶ କଳାକାର ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ କରିଛନ୍ତି।
National
ଅଳ୍ପକେ ବର୍ତ୍ତିଲେ ଶିଶୁ, ହେଲିକପ୍ଚର ରାଇଡ୍ ଚାଲିଥିବା ସମୟରେ ଖୋଲିଗଲା ଡୋର୍
ମେଳାରେ ଛୋଟ ପିଲାଙ୍କ ପାଇଁ ଉର୍ଦ୍ଧିଷ୍ଟ ଥିବା ହେଲିକପ୍ଚର ରାଇଡ ଚାଲିଥିବା ସମୟରେ ଖୋଲିଗଲା ଡୋର୍।
National
ନିର୍ବାଚନ ପୂର୍ବରୁ ଫାଟ, 'ଇଣ୍ଡି ବ୍ଲକ୍'ରୁ କଂଗ୍ରେସକୁ ଆଉଟ୍ କରିବାକୁ ଚାହୁଁଛି ଆପ୍
ଦିଲ୍ଲୀ ନିର୍ବଚନ ପୂର୍ବରୁ ଆମ୍ ଆଦମୀ ପାର୍ଟି ଇଣ୍ଡିଆ ମେଣ୍ଟରୁ କଂଗ୍ରେସକୁ ବାହାର କରିବାକୁ ଚାହୁଁଛି। ଏଥିପାଇଁ ସେ ଅନ୍ୟ ଦଳ ସହ କଥା ହେବ।