ବିଶ୍ବରେ ପୁଣିଥରେ କରୋନା କାୟା ବିସ୍ତାର କରୁଛି। ଚୀନ ସମେତ ଅନେକ ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ହେଲେ ଭାରତରେ ସଂକ୍ରମଣ ହ୍ରାସ ପାଉଥିଲେ ମଧ୍ୟ ବିଶ୍ବର କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଗୁଆ ପଦକ୍ଷେପ ନିଆଯାଇଛି।
https://youtu.be/Bs9Dcy9h5Cw