ରାଜ୍ୟ ସରକାରମାନଙ୍କ ସହ ମିଟିଂ ପରେ କେନ୍ଦ୍ର ପକ୍ଷରୁ ଆଡଭାଇଜରି ଜାରି। ବୁଷ୍ଟର ଡୋଜ୍ ନେବାକୁ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ପରାମର୍ଶ। ଆଗକୁ ଉତ୍ସବ ସମୟ ଥିବାରୁ ଏଥିପାଇଁ ଆବଶ୍ୟକ ପ୍ରସ୍ତୁତି ପାଇଁ ପରାମର୍ଶ। ଗହଳି ଏଡ଼ାଇବା ଏବଂ ଗହଳି ଜାଗାରେ ମାସ୍କ ପରିଧାନ ନିଶ୍ଚିତ କରିବାକୁ କୁହାଗଲା। ଶୁଣନ୍ତୁ ଏନେଇ କଣ କହୁଛନ୍ତି ସ୍ବାସ୍ଥ୍ୟ ସଚିବ
https://youtu.be/o_iavW8gR0o
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କୁଏତରେ ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ମୋଦିଙ୍କ ନିମନ୍ତ୍ରଣ
କୁଏତୀ ବନ୍ଧୁଙ୍କୁ ମଧ୍ୟ ସାଥିରେ ଆଣିବାକୁ ସେଠାକାର ପ୍ରବାସୀ ଭାରତୀୟଙ୍କୁ କହିଛନ୍ତି ମୋଦି। ଏହା ସହିତ ଓଡ଼ିଶା ଆସିଲେ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ମଧ୍ୟ ନେଇପାରିବେ ବୋଲି ସେ କହିଛନ୍ତି।
National
ଫଡ଼ନାଭିସ ରଖିଲେ ଗୃହ ବିଭାଗ, ଅଜିତ ପାୱାରଙ୍କୁ ମିଳିଲା ଅର୍ଥ
ଅର୍ଥ ଓ ଯୋଜନା ସହ ଅଜିତ ପାୱାରଙ୍କୁ ଅତିରିକ୍ତ ଭାବେ ରାଜ୍ୟ ଅବକାରୀ ବିଭାଗ ମଧ୍ୟ ମିଳିଛି।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।
National
IPS ଗୌତମଙ୍କୁ ୮ ମାସର ଜେଲ ଦଣ୍ଡ ଦେଲେ ସିବିଆଇ କୋର୍ଟ
ସରକାରୀ ଓକିଲ ଦାଖଲ କରିଥିବା ପ୍ରମାଣକୁ ଦେଖିବା ପରେ ନିଃସନ୍ଦେହରେ କୁହାଯାଇ ପାରେ ଯେ ସମସ୍ତ ଅଭିଯୁକ୍ତ ଅପରାଧିକ ଷଡ଼ଯନ୍ତ୍ରରେ ସାମିଲ ରହିଛନ୍ତି।
National
ହୁଣ୍ଡିରେ ଖସି ପଡ଼ିଲା ଭକ୍ତଙ୍କ ଆଇ-ଫୋନ, ଭଗବାନଙ୍କ ସମ୍ପତ୍ତି କହି ରଖିଦେଲା ମନ୍ଦିର
ସେ ମନ୍ଦିରକୁ ଦାନ କରୁଥିବା ବେଳେ ଭୁଲ ବଶତଃ ତାଙ୍କ ପକେଟରେ ଥିବା ଆଇଫୋନଟି ହୁଣ୍ଡିରେ ପଡ଼ି ଯାଇଥିଲା।