ପଦ୍ମପୁର ଉପନିର୍ବାଚନରେ ବିଜେଡି ଆଗୁଆ ଥିବା ବେଳେ ବିଜେପି ମୁଖପାତ୍ର ରମା ରଞ୍ଜନ ବଳିଆରସିଂ ଖୁସି ଥିବା ଜଣାପଡିଛି। ରମା ରଞ୍ଜନ ବଳିଆରସିଂ ବୋହୂ ତଥା ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ପଦ୍ମପୁର ଉପନିର୍ବାଚନ ଭୋଟ ଗଣତିରେ ଆଗୁଆ ରହିଛନ୍ତି।
https://youtu.be/BCzhmxe3Sus
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ରଦୂଷଣ ପୂରା ଭାରତର ସମସ୍ୟା: ପ୍ରଦୂଷିତ ସହରଗୁଡ଼ିକର ତାଲିକା ମାଗିଲେ ସୁପ୍ରିମକୋର୍ଟ
ଦିଲ୍ଲୀ-ଏନସିଆରରେ ବାୟୁର ଗୁଣବତ୍ତାକୁ ଯାଞ୍ଚ କରିବା ସହ ଏଥିରେ ସୁଧାର ଆଣିବା ପାଇଁ ଗଠନ ହୋଇଥିବା ବାୟୁ ଗୁଣବତ୍ତା ପରିଚାଳନା କମିଶନ ଭଳି ସଂସ୍ଥା ସବୁ ରାଜ୍ୟ ପାଇଁ ପ୍ରତିଷ୍ଠା କରାଯାଇ ପାରେ ବୋଲି ମଧ୍ୟ କୋର୍ଟ ମତ ରଖିଛନ୍ତି।
Politics
ପାଲେଷ୍ଟାଇନ ଲେଖାଥିବା ବ୍ୟାଗ ଧରି ସଂସଦରେ ପହଞ୍ଚିଲେ ପ୍ରିୟଙ୍କା, ଏମିତି କହିଲା ବିଜେପି
ବିଜେପି ଏହାକୁ ତୁଷ୍ଟୀକରଣ ପାଇଁ ଉଦ୍ୟମ ବୋଲି କହି ତାଚ୍ଛଲ୍ୟ କରିଥିବା ବେଳେ ଏହାର ଜବାବ ପ୍ରିୟଙ୍କା ଗାନ୍ଧି ଦେଇଛନ୍ତି।
National
ପ୍ରଦୂଷଣ ସ୍ଥିତି ଭୟଙ୍କର: ରାଜଧାନୀରେ ଲାଗିଲା GRAP-III
ଦିଲ୍ଲୀରେ ଆଜି ବାୟୁର ଗୁଣବତ୍ତା ସାଂଘାତିକ ଶ୍ରେଣୀରେ ରହିଛି। ଏଠାରେ ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୧ରୁ ୪୫୦ ମଧ୍ୟରେ ଅଛି।
National
ମହିଳାଙ୍କ ସୁରକ୍ଷା: ଦୋଷୀଙ୍କୁ ନପୁଂସକ କରିବାକୁ ସୁପ୍ରିମକୋର୍ଟରେ ଯୁକ୍ତି
ମହିଳାଙ୍କ ସୁରକ୍ଷା ସମ୍ପର୍କିତ ଗାଇଡଲାଇନ ଆଣିବା ଦାବିରେ ହୋଇଥିବା ଆବେଦନର ଶୁଣାଣି କରି ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଉଜ୍ଜ୍ୱଳ ଭୂୟାଁ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟକୁ ନୋଟିସ କରିଛନ୍ତି।
National
ରାହୁଲ ଗାନ୍ଧିଙ୍କୁ ଚିଠି ଲେଖିଲା ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ, ନେହରୁଙ୍କ ଚିଠି ଫେରସ୍ତ ମାଗିଲା
ସମସ୍ତ ଚିଠିଗୁଡ଼ିକୁ ଫେରସ୍ତ କରିବାକୁ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଚିଠି ଲେଖିଛି ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଓ ପୁସ୍ତକାଳୟ ସୋସାଇଟି (PMML) ।