ଶାସକ ଦଳରେ ଥାଇ ମଧ୍ୟ ନ୍ୟାୟ ନମିଳିବାରୁ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କରିଥିଲେ। ତା ପୁଣି ବ୍ରହ୍ମପୁର ଏସପି ଅଫିସ ସମ୍ମୁଖରେ। ଏକ ମାମଲାରେ ପୁଲିସ ମିନାକ୍ଷୀଙ୍କ ପୁଅକୁ ଗିରଫ କରିଥିବା ଘଟଣାରେ ବ୍ରହ୍ମପୁର ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର ନିଜ ଜୀବନକୁ ବାଜି ଲଗାଇଥିଲେ। ଏବେ ମୃତ ମିନାକ୍ଷୀଙ୍କୁ ବିଜେଡି କାର୍ଯ୍ୟକାରିଣୀ ସଦସ୍ୟ ଭାବେ ଗ୍ରହଣ କରାଯାଇଛି।
https://youtu.be/QH0LWfmlxDc
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଠାକୁର ଦର୍ଶନ ସାରି ଫେରୁଥିବା କାର୍କୁ ଧକ୍କା ଦେଲା ବସ୍, ୫ ମୃତ
ଗୋଟିଏ ପରିବାରର ୫ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୧୫ ଜଣ ଆହତ ହୋଇଛନ୍ତି।
National
ଜାଲିଆତି ଅର୍ଡର ଦେଖାଇ ଥାନାରୁ ନେଇଗଲେ ଜବତ ଗାଡ଼ି, ବନ୍ଧା ହେଲେ ଓକିଲ
ଅବୈଧ ଖନନ ମାମଲାରେ ପୁଲିସ୍ ଜବତ କରିଥିବା ବାଇକ୍କୁ ଅଦାଲତର ଜାଲି ଆଦେଶ ଦେଖାଇ ଛଡ଼ାଇ ନେଇଥିବା ଅଭିଯୋଗରେ ବନ୍ଧା ହୋଇଛନ୍ତି ଓକିଲଜଣକ ।
National
ଏସିଡ୍ ଆକ୍ରମଣ ଓ ଦୁଷ୍କର୍ମ ପୀଡିତାଙ୍କଠୁ ଚିକିତ୍ସା ଫି' ନେବା ଅପରାଧ
ଦୁଷ୍କର୍ମ ପୀଡ଼ିତା, ପୋକ୍ସୋ ମାମଲାର ପୀଡ଼ିତା ତଥା ଯୌନ ନିର୍ଯାତନାର ଶିକାର ହୋଇଥିବା ପୀଡ଼ିତାଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବା ସମସ୍ତ ଡାକ୍ତରଖାନା, ନର୍ସିଂହୋମ୍, କ୍ଲିନିକ୍, ମେଡିକାଲ୍ ସେଣ୍ଟରର ଦାୟିତ୍ୱ ବୋଲି କୋର୍ଟ କହିଛନ୍ତି।
National
ମିଲିଟାରୀ କଲୋନୀରୁ ମିଳିଥିଲା ନାବାଳିକାଙ୍କ ମୃତଦେହ, ବନ୍ଧା ହେଲେ ପଡ଼ୋଶୀ ଯୁବକ
ଏହି ମାମଲାର ଖୋଳତାଡ଼ କରି ପୁଲିସ୍ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଜଣକ ମୃତା ନାବାଳିକାଙ୍କ ପଡ଼ୋଶୀ ବୋଲି ଜଣାଯାଇଛି।
National
ପୂର୍ବତନ ଗୃହ ସଚିବ ଅଜୟ ଭଲ୍ଲା ମଣିପୁର ରାଜ୍ୟପାଳ
କେରଳ ଓ ବିହାର ରାଜ୍ୟପାଳଙ୍କୁ ଅଦଳବଦଳ କରାଯାଇଛି। କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ବିହାରକୁ ବଦଳି କରାଯାଇଥିବା ବେଳେ ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳର ରାଜ୍ୟପାଳ କରାଯାଇଛି।