ରାୟଗଡ଼ାରେ ୨ ଋଷୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ମାମଲାରେ ନୂଆ ମୋଡ଼ । ମୃତ ପାଭେଲ ଆନ୍ଥମ ଥିଲେ ଋଷର ସାଂସଦ ତଥା ଜଣେ କୋଟିପତି ବ୍ୟବସାୟୀ । ଋଷ ଯୁକ୍ରେନ ଯୁଦ୍ଧ ସମୟରେ ପୁଟିନ୍ଙ୍କୁ ସମାଲୋଚନା କରି ଚର୍ଚ୍ଚାରେ ଥିଲେ ପାଭେଲ।
https://youtu.be/VHcvRxJ3f6Y
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
‘ଆମ୍ବେଦକର ବିବାଦ’ରେ ସ୍ପଷ୍ଟୀକରଣ ରଖିଲେ ଅମିତ ଶାହ, କହିଲେ- ଇସ୍ତଫା ଦେବିନି
ବିରୋଧୀଙ୍କ ସ୍ୱର ଶାଣିତ ହେଉଥିବା ବେଳେ ଆଜି ସାମ୍ବାଦିକ ସମ୍ମିଳନୀ କରି ପୂରା ବିବାଦ ଉପରେ ସ୍ପଷ୍ଟୀକରଣ ରଖିଛନ୍ତି ଅମିତ ଶାହ। ଏହି ସମୟରେ ସେ କଂଗ୍ରେସକୁ ସମାଲୋଚନା କରିବାକୁ ଆଦୌ ପଛାଇ ନାହାନ୍ତି।
National
ସମୁଦ୍ରରେ ଯାତ୍ରୀବାହୀ ଡଙ୍ଗାକୁ ପିଟିଲା ସ୍ପିଡ୍ ବୋଟ୍
ବର୍ତ୍ତମାନ ସୁଦ୍ଧା ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଉଦ୍ଧାରକାରୀ ଦଳ ପାଣି ଭିତରକୁ ୬୬ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରିଛନ୍ତି।
National
୨୦୨୦ରୁ ଜେଲରେ ଥିବା ଉମର ଖାଲିଦଙ୍କୁ ୭ ଦିନ ପାଇଁ ମିଳିଲା ବେଲ୍
ଖାଲିଦ ପାରିବାରିକ ବିବାହ ପାଇଁ ୭ ଦିନର ଜାମିନ ପାଇଛନ୍ତି। ଡିସେମ୍ବର ୨୮ରୁ ଜାନୁଆରୀ ୩ ଯାଏ କୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି।
Politics
ଅମିତ ଶାହଙ୍କ ବିରୋଧରେ ସ୍ୱାଧିକାର ନୋଟିସ ଦେଲେ ଟିଏମସି ସାଂସଦ
ଅମିତ ଶାହଙ୍କ ବୟାନ ଡ ବିଆର ଆମ୍ବେଦକର ଛାଡ଼ି ଯାଇଥିବା ଛାପକୁ ଅପମାନିତ କରିଛି। ଏପରି ବୟାନ ଗୃହର ମର୍ଯ୍ୟାଦାକୁ ମଧ୍ୟ କ୍ଷତି ପହଞ୍ଚାଇଛି। ଅମିତ ଶାହଙ୍କ ବୟାନ ସଂସଦର ଗାରିମାକୁ ଉଲ୍ଲଙ୍ଘନ କରିଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି।
Guest Column
ଏକ ରାଷ୍ଟ୍ର, ଏକ ନିର୍ବାଚନ- କେତେକ ଆଶଙ୍କା
ଏହି ବିଲ୍ ଯଦି ଆଇନରେ ପରିଣତ ହୁଏ ତେବେ ଏକ ନିର୍ଦ୍ଦିଷ୍ଟ ବର୍ଷ ଯେତେବେଳେ ଲୋକସଭା ନିର୍ବାଚନ ହେବ ସେହି ସମୟରେ ବିଧାନସଭାଗୁଡ଼ିକର ନିର୍ବାଚନ ପାଇଁ ବ୍ୟବସ୍ଥା ହେବ। ଯେଉଁ ବିଧାନସଭାର କାର୍ଯ୍ୟକାଳ ଶେଷ ହୋଇ ନଥିବ ସେମାନେ ଏହାର ପ୍ରତିବାଦ କରିବା ସ୍ୱାଭାବିକ।