sanjay bhoi
Advertisment
ପଦ୍ମପୁରରେ ପଦ୍ମ ଧରିଛନ୍ତି ପୂର୍ବତନ କଂଗ୍ରେସ ସାଂସଦ ସଞ୍ଜୟ ଭୋଇ। ସେ ବିଧିବଦ୍ଧ ଭାବରେ ବିଜେପିରେ ଯୋଗଦେଇଛନ୍ତି। ଏଥିପାଇଁ ପଦ୍ମପୁରରେ ବିଜେପି ପକ୍ଷରୁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ହୋଇଥିଲା। ଏହି ସମୟରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ସମେତ ସାଂସଦ ସୁରେଶ ପୂଜାରୀ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ପ୍ରମୁଖ ଉପସ୍ଥିତ ରହି ତାଙ୍କୁ ସ୍ୱାଗତ କରିଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2022/12/sanjay-bhoi.jpg)