ଲୋକଙ୍କ ହାତରେ କ୍ଷମତା ଦେବାପାଇଁ ସ୍ଥାପନ ହୋଇଥିଲା ଗଣତନ୍ତ୍ରର ଶାସନ। ବାସ୍ତବରେ ଏହା ସଫଳ ହୋଇଛି ତ? କେଉଁ କ୍ଷେତ୍ରରେ ରହିଛି ଦୋଷ ତ୍ରୁଟି? ଏଭଳି ପ୍ରସଙ୍ଗକୁ ନେଇ ଏଥରର ‘କିଞ୍ଚିତ କଥା’।
https://www.youtube.com/watch?v=VT4lu6uY-JA
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଏନ୍କାଉଣ୍ଟର, ଟଳିଲେ ୩ ଖଲିସ୍ତାନୀ ଆତଙ୍କୀ
ଘଟଣାସ୍ଥଳରୁ ଦୁଇଟି AK-47 ବନ୍ଧୁକ ସହ ଅନ୍ୟ ମାରଣାସ୍ତ୍ର ଜବତ କରିଛି ପୁଲିସ।
Science & Environment
ମହାକାଶରେ ଝୁଡ଼ଙ୍ଗ ମଞ୍ଜି ହେବ ଗଜା
କ୍ରପ୍ ପେଲୋଡ୍ରେ ୮ଟି ଝୁଡ଼ଙ୍ଗ ମଞ୍ଜିକୁ ମହାକାଶକୁ ପଠାଇବ ଇସ୍ରୋ। ସେହିପରି RV ସାଟ୍-1 ପେଲୋଡଡ୍ରେ ମହାକାଶକୁ ଯିବ ମଣିଷ ପାକସ୍ଥଳୀ ଓ ଅନ୍ତନଳୀରେ ରହୁଥିବା ଜୀବାଣୁ।
National
ଫୁଟ୍ପାଥରେ ଶୋଇଥିଲେ ୯ ଜଣ, ମାଡ଼ିଗଲା ଡମ୍ପର୍
ଘଟଣାସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ଛୋଟ ପିଲା ଅଛନ୍ତି। ସେହିପରି ଅନ୍ୟ ୬ ଜଣ ଗୁରୁତର ହୋଇଛନ୍ତି।
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
National
ଏଥର ବି ସାଧାରଣତନ୍ତ୍ର ଦିବସରେ ଦିଶିବନି ଦିଲ୍ଲୀର ପ୍ରଜ୍ଞାପନ ମେଢ଼
ଏହାକୁ ମିଶାଇ ୪ର୍ଥ ଥର ପାଇଁ ଦେଶର ରାଜଧାନୀ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ପ୍ରଦର୍ଶିତ କରିବାକୁ ଅନୁମତି ମିଳିନାହିଁ।