/odisha-reporter/media/post_attachments/uploads/2023/01/awas.jpg)
awas
ଅଯୋଗ୍ୟଙ୍କୁ ବାଦ ଦେଇ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା! ଗ୍ରାମସଭାରେ ଯୋଗ୍ୟ ପରିବାରଙ୍କ ତାଲିକା ଅନୁମୋଦନ ପରେ ସରକାରଙ୍କ ପକ୍ଷରୁ ଗୃହ ନିର୍ମାଣ କାର୍ଯ୍ୟାଦେଶ ପ୍ରଦାନ କରାଯିବ। ଏ ନେଇ ସ୍ଵଚ୍ଛତା ରଖିବାକୁ ପଦକ୍ଷେପ ନିଆ ଯାଇଥିବା କହିଛି ପଂଚାୟତି ରାଜ ବିଭାଗ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
