ମୋଦିଙ୍କ ଶରଣରେ ଦିଦି!

ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ରାଜଧାନୀ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଗିରଫ କରିବା ପରେ ମମତା-ମୋଦି ଭେଟଘାଟ ଖବର ଆସିଛି।