/odisha-reporter/media/post_attachments/uploads/2022/08/didi.jpg)
didi
ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ରାଜଧାନୀ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଗିରଫ କରିବା ପରେ ମମତା-ମୋଦି ଭେଟଘାଟ ଖବର ଆସିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
