ବିହାର। ଆସାମ। ଗୁଜୁରାଟ। ମଧ୍ୟପ୍ରଦେଶ। ଉତ୍ତରାଖଣ୍ଡ। ଜମ୍ମୁ-କାଶ୍ମୀର। ମହାରାଷ୍ଟ୍ର,। କେରଳ। ତେଲେଙ୍ଗାନା। ବନ୍ୟା ଜଳରେ ବୁଡିଗଲାଣି ଅଧା ଭାରତ। ଲଘୁଚାପ ଯୋଗୁଁ ଲଗାଣ ବର୍ଷା ଓ କିଛି ସ୍ଥାନରେ ମୌସୁମୀର ମାତ୍ରାଧିକ ସକ୍ରିୟତା ଯୋଗୁଁ ଉପୁଜିଛି ଏଭଳି ସ୍ଥିତି।
https://youtu.be/90SO2ElS97k
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ରଦୂଷଣ ପୂରା ଭାରତର ସମସ୍ୟା: ପ୍ରଦୂଷିତ ସହରଗୁଡ଼ିକର ତାଲିକା ମାଗିଲେ ସୁପ୍ରିମକୋର୍ଟ
ଦିଲ୍ଲୀ-ଏନସିଆରରେ ବାୟୁର ଗୁଣବତ୍ତାକୁ ଯାଞ୍ଚ କରିବା ସହ ଏଥିରେ ସୁଧାର ଆଣିବା ପାଇଁ ଗଠନ ହୋଇଥିବା ବାୟୁ ଗୁଣବତ୍ତା ପରିଚାଳନା କମିଶନ ଭଳି ସଂସ୍ଥା ସବୁ ରାଜ୍ୟ ପାଇଁ ପ୍ରତିଷ୍ଠା କରାଯାଇ ପାରେ ବୋଲି ମଧ୍ୟ କୋର୍ଟ ମତ ରଖିଛନ୍ତି।
Politics
ପାଲେଷ୍ଟାଇନ ଲେଖାଥିବା ବ୍ୟାଗ ଧରି ସଂସଦରେ ପହଞ୍ଚିଲେ ପ୍ରିୟଙ୍କା, ଏମିତି କହିଲା ବିଜେପି
ବିଜେପି ଏହାକୁ ତୁଷ୍ଟୀକରଣ ପାଇଁ ଉଦ୍ୟମ ବୋଲି କହି ତାଚ୍ଛଲ୍ୟ କରିଥିବା ବେଳେ ଏହାର ଜବାବ ପ୍ରିୟଙ୍କା ଗାନ୍ଧି ଦେଇଛନ୍ତି।
National
ପ୍ରଦୂଷଣ ସ୍ଥିତି ଭୟଙ୍କର: ରାଜଧାନୀରେ ଲାଗିଲା GRAP-III
ଦିଲ୍ଲୀରେ ଆଜି ବାୟୁର ଗୁଣବତ୍ତା ସାଂଘାତିକ ଶ୍ରେଣୀରେ ରହିଛି। ଏଠାରେ ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୧ରୁ ୪୫୦ ମଧ୍ୟରେ ଅଛି।
National
ମହିଳାଙ୍କ ସୁରକ୍ଷା: ଦୋଷୀଙ୍କୁ ନପୁଂସକ କରିବାକୁ ସୁପ୍ରିମକୋର୍ଟରେ ଯୁକ୍ତି
ମହିଳାଙ୍କ ସୁରକ୍ଷା ସମ୍ପର୍କିତ ଗାଇଡଲାଇନ ଆଣିବା ଦାବିରେ ହୋଇଥିବା ଆବେଦନର ଶୁଣାଣି କରି ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଉଜ୍ଜ୍ୱଳ ଭୂୟାଁ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟକୁ ନୋଟିସ କରିଛନ୍ତି।
National
ରାହୁଲ ଗାନ୍ଧିଙ୍କୁ ଚିଠି ଲେଖିଲା ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ, ନେହରୁଙ୍କ ଚିଠି ଫେରସ୍ତ ମାଗିଲା
ସମସ୍ତ ଚିଠିଗୁଡ଼ିକୁ ଫେରସ୍ତ କରିବାକୁ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଚିଠି ଲେଖିଛି ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଓ ପୁସ୍ତକାଳୟ ସୋସାଇଟି (PMML) ।