ଓଡ଼ିଶାର ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ରାଷ୍ଟ୍ରପତିଙ୍କ ମର୍ଯ୍ୟାଦା ଏବଂ ସୁବିଧା-ସୁଯୋଗକୁ ନେଇ ଓଡ଼ିଶାରେ ଏବେ ଅଧିକ ଚର୍ଚ୍ଚା। ଯଦି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ନିର୍ବାଚନ ଜିତନ୍ତି ଏବଂ ଭାରତର ରାଷ୍ଟ୍ରପତି ହୁଅନ୍ତି କେତେ ଟଙ୍କା ଦରମା ପାଇବେ ଏବଂ କ’ଣ କ’ଣ ଅତିରିକ୍ତ ସୁବିଧା ପାଇବେ ତାକୁ ନେଇ ସମସ୍ତଙ୍କ ଭିତରେ ଉତ୍କଣ୍ଠା।
https://youtu.be/3i-QQVHH2CE
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ହାଇକୋର୍ଟଙ୍କ ସାଂଘାତିକ ରୁଲିଂ: ମୃତଦେହ ସହ ସେକ୍ସ କରିବା ଦୁଷ୍କର୍ମ ନୁହେଁ
ଜଣେ ନାବାଳିକାଙ୍କ ମୃତଦେହ ସହ ଦୁଷ୍କର୍ମ କରିବା ଅଭିଯୋଗରେ ନୀଲୁ ନାଗେଶ ନିକଟରେ ତଳ କୋର୍ଟରେ ଦୋଷମୁକ୍ତ ହୋଇଥିଲେ।
National
୫୦ ଲକ୍ଷ ଟଙ୍କା ଦେଲେ ପୁଷ୍ପା-୨ ନିର୍ମାତା; ଅଲ୍ଲୁ ଅର୍ଜୁନ ଦାୟୀ ନୁହନ୍ତି କହିଲେ ମୃତକଙ୍କ ସ୍ୱାମୀ
ଥାନାରେ କରିଥିବା ଅଭିଯୋଗ ମଧ୍ୟ ଉଠାଇନେବାକୁ ପ୍ରସ୍ତୁତ ଥିବା କହିଛନ୍ତି ମୃତ ମହିଳାଙ୍କ ସ୍ୱାମୀ। ପୁଅ ୨୦ ଦିନ ହେଲା କୋମାରେ, କିଛି ଜାଣିପାରୁନି।
National
ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଜଷ୍ଟିସ ଭି.ରାମସୁବ୍ରମଣ୍ୟମ
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ରାମସୁବ୍ରମଣ୍ୟମଙ୍କୁ ଜାତୀୟ ମାନବାଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଜଷ୍ଟିସ ଅରୁଣ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଚଳିତବର୍ଷ ଜୁନ ୧ରେ ଶେଷ ହୋଇଥିଲା।
National
ହସ୍ପିଟାଲ ବେଡରେ ବିନୋଦ କାମ୍ବଲି
ତାଙ୍କ ସ୍ୱାସ୍ଥାବସ୍ଥା ସ୍ଥିର ରହିଛି। କିନ୍ତୁ ଏବେ ସେ ବିପଦ ମୁକ୍ତ ହୋଇ ନଥିବା ଆଇଏଏନଏସ୍ ପକ୍ଷରୁ ଏକ୍ସରେ ସୂଚନା ଦିଆଯାଇଛି।
Education
ହଟିଲା କଟକଣା: ଏଣିକି ଫେଲ୍ ହେଲେ ଫେଲ୍
୫ମ ଓ ୮ମ ଶ୍ରେଣୀରେ ଫେଲ ହେଉଥିବା ପିଲାମାନଙ୍କୁ ଆଉ ଗୋଟିଏ ସୁଯୋଗ ଦିଆଯିବ। ସେମାନେ ୨ ମାସ ମଧ୍ୟରେ ପୁଣି ପରୀକ୍ଷାର ସୁଯୋଗ ପାଇପାରିବେ।