ପ୍ରଧାନମନ୍ତ୍ରୀଙ୍କ ହାତରେ ନଗଦ ଅଛି ମାତ୍ର ୩୫ ହଜାର ୨୫୦ ଟଙ୍କା। ନରେନ୍ଦ୍ର ମୋଦିଙ୍କ ବ୍ୟାଙ୍କ୍ ଖାତାରେ ଅଛି ମାତ୍ର ୪୬ ହଜାର ୫୫୫ ଟଙ୍କା। ଗାନ୍ଧୀ ନଗରରେ ଥିବା ଏକମାତ୍ର ଘରକୁ ଦାନ କରିଦେଇଛନ୍ତି ପ୍ରଧାନମନ୍ତ୍ରୀ। ୨୦୨୧-୨୨ରେ ପ୍ରଧାନମନ୍ତ୍ରୀଙ୍କ ଅସ୍ଥାବର ସମ୍ପତ୍ତି ବଢ଼ିଛି ୨୬ ଲକ୍ଷ ୧୩ ହଜାର। ନରେନ୍ଦ୍ର ମୋଦିଙ୍କର ସ୍ଥାବର ସମ୍ପତି କିଛି ନଥିବା ଦର୍ଶାଇଛନ୍ତି ପ୍ରଧାନମନ୍ତ୍ରୀ।
https://youtu.be/-NURxoP03wc
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଭିକାରୀଙ୍କୁ ଭିକ ଦେଲେ ପୁଲିସ୍ କେସ୍ରେ ଫସିବେ, ନୂଆ ବର୍ଷରୁ ନୂଆ ନିୟମ
ଯଦି କେହି ଭିକାରୀଙ୍କୁ ନୂଆ ବର୍ଷ ଠାରୁ ଭିକ ଦିଅନ୍ତି, ତା’ହେଲେ ସେମାନଙ୍କ ନାଁରେ ଏଫଆଇଆର ରୁଜୁ କରାଯିବ।
Politics
EVMକୁ ନେଇ ବଢ଼ିଲା ଇଣ୍ଡିଆ ବ୍ଲକରେ ଫାଟ: ଏଥର କଂଗ୍ରେସକୁ ଘେରିଲା TMC
ଇଭିଏମ ହ୍ୟାକ କରି ବିଜେପି ନିର୍ବାଚନରେ ଜିତୁଥିବା କଂଗ୍ରେସ ବାରମ୍ବାର ଅଭିଯୋଗ କରି ଆସୁଛି। ହେଲେ କଂଗ୍ରେସ ନେତୃତ୍ୱାଧୀନ ଇଣ୍ତିଆ ବ୍ଲକରେ ଥିବା ଗୋଟିଏ ପରେ ଗୋଟିଏ ଦଳ ଏହା ବିରୋଧରେ ମତ ରଖିବାରେ ଲାଗିଛନ୍ତି।
National
ପ୍ରଦୂଷଣ ପୂରା ଭାରତର ସମସ୍ୟା: ପ୍ରଦୂଷିତ ସହରଗୁଡ଼ିକର ତାଲିକା ମାଗିଲେ ସୁପ୍ରିମକୋର୍ଟ
ଦିଲ୍ଲୀ-ଏନସିଆରରେ ବାୟୁର ଗୁଣବତ୍ତାକୁ ଯାଞ୍ଚ କରିବା ସହ ଏଥିରେ ସୁଧାର ଆଣିବା ପାଇଁ ଗଠନ ହୋଇଥିବା ବାୟୁ ଗୁଣବତ୍ତା ପରିଚାଳନା କମିଶନ ଭଳି ସଂସ୍ଥା ସବୁ ରାଜ୍ୟ ପାଇଁ ପ୍ରତିଷ୍ଠା କରାଯାଇ ପାରେ ବୋଲି ମଧ୍ୟ କୋର୍ଟ ମତ ରଖିଛନ୍ତି।
Politics
ପାଲେଷ୍ଟାଇନ ଲେଖାଥିବା ବ୍ୟାଗ ଧରି ସଂସଦରେ ପହଞ୍ଚିଲେ ପ୍ରିୟଙ୍କା, ଏମିତି କହିଲା ବିଜେପି
ବିଜେପି ଏହାକୁ ତୁଷ୍ଟୀକରଣ ପାଇଁ ଉଦ୍ୟମ ବୋଲି କହି ତାଚ୍ଛଲ୍ୟ କରିଥିବା ବେଳେ ଏହାର ଜବାବ ପ୍ରିୟଙ୍କା ଗାନ୍ଧି ଦେଇଛନ୍ତି।
National
ପ୍ରଦୂଷଣ ସ୍ଥିତି ଭୟଙ୍କର: ରାଜଧାନୀରେ ଲାଗିଲା GRAP-III
ଦିଲ୍ଲୀରେ ଆଜି ବାୟୁର ଗୁଣବତ୍ତା ସାଂଘାତିକ ଶ୍ରେଣୀରେ ରହିଛି। ଏଠାରେ ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୧ରୁ ୪୫୦ ମଧ୍ୟରେ ଅଛି।