ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମିଗ୍ ୨୧ ଥିଲା ଦେଶର ପ୍ରଥମ ଯୁଦ୍ଧ ବିମାନ। ଏହାରି ଭିତରେ ୫୯ ବର୍ଷ ବିତିଯାଇଛି ଏବଂ ରାଫେଲ ହାସଲ କରି ବିଶ୍ୱର ସାମରିକ ଶକ୍ତିଶାଳୀ ଦେଶ ତାଲିକାରେ ସାମିଲ୍ ହୋଇଛି ଭାରତ। ୧୯୬୧ରେ ଋଷିଆର ମିକୋୟାନ୍-ଗୁରେବିଚ୍ ଡିଜାଇନ୍ ବ୍ୟୁରୋ ଦ୍ୱାରା ନିର୍ମିତ ମିଗ୍ -୨୧ ବିମାନ ହାସଲ କରିବା ଠାରୁ ବୁଧବାର ଫ୍ରାନ୍ସ ଦ୍ୱାରା ନିର୍ମିତ ପାଞ୍ଚଟି ରାଫେଲ୍ ଫାଇଟର୍ ଜେଟ ହାସଲ କରି ଭାରତୀୟ ବାୟୁସେନା ଜବରଦସ୍ତ ଢଙ୍ଗରେ ଏହାର ଯୁଦ୍ଧ କ୍ଷମତା ବଢ଼ାଇଛି। ଆସନ୍ତୁ ଭାରତୀୟ ବାୟୁସେନାର ଯୁଦ୍ଧ ବିମାନର ତାଲିକା ଉପରେ ନଜର ପକାଇବା।
https://www.youtube.com/watch?v=YPsoA9c0vGA
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଆମେରିକା ଝିଅ ହେଲେ ଓଡ଼ିଆ ବୋହୂ: ବଖାଣିଲେ କେମିତି ବଦଳିଲା ଜୀବନଶୈଳୀ
ଓଡ଼ିଆ ଯୁବକଙ୍କୁ ବବାହ କରି ବେଙ୍ଗାଲୁରୁରେ ରହୁଛନ୍ତି ଆମେରିକାର ହାନ୍ନା। କହିଲେ ସବୁ ବୋହୁ ମୋ ଭଳି ଭାଗ୍ୟବତୀ ନୁହନ୍ତି।
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Special
ବୟସ କମ୍ କିନ୍ତୁ ବୁଦ୍ଧି ପ୍ରଖର; ସପ୍ତମ ଛାତ୍ର କହୁଛି ମୁଁ ଦଶମ ପରୀକ୍ଷା ଦେବି
କେବଳ ପାଠରେ ନୁହେଁ,ଉପସ୍ଥିତ ବୁଦ୍ଧି, ସାଧାରଣ ଜ୍ଞାନ, ଆଇକ୍ୟୁ ଏବଂ ଅନ୍ୟ ସମସ୍ତ ଏକାଡେମୀକ ଆକ୍ଟିଭିଟିରେ ବି ସେ ନିଜ ବୟସର ପିଲାମାନଙ୍କୁ ବେଶ ପଛରେ ଛାଡିଯାଇଛନ୍ତି। ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ବୁଦ୍ଧିମତା ଦେଖି ଦଶମ ଛାତ୍ର ବି ଛାନିଆ ।
Special
କାହାକୁ ଖୋଜୁଛି ବାଘୁଣୀ ‘ଜିନ୍ନତ’? କାହିଁକି ବୁଲୁଛି ୩ ରାଜ୍ୟରେ?
ଚର୍ଚ୍ଚା ହେଉଛି, ଶିମିଳିପାଳ କୋର ଏରିଆରେ ଶିକାର କରିବା ପରେ ସାଥୀ ଖୋଜିଥିଲା ‘ଜିନ୍ନତ’। ହେଲେ ମନ ପସନ୍ଦର ସାଥୀଟିଏ ପାଇନଥିଲା। ଯେଉଁଥିପାଇଁ ଅଭୟାରଣ୍ୟ ମଝିରେ କିଛି ଦିନ ଘୂରି ବୁଲିଥିଲା।
Special
ଗାଁରୁ ପଞ୍ଚାୟତ ୨୦ କିମି; ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଲୋକେ
ପାଦେ ପାଦେ ଜୀବନ ପ୍ରତି ବିପଦ ଥିବା ସତ୍ତ୍ୱେ ଲୋକଙ୍କୁମାନେ ଯିବା ପାଇଁ ବାଧ୍ୟ ହେଉଛନ୍ତି। କାହିଁକି ନା ପେଟର ଭୋକ ସେମାନଙ୍କ ପାଦକୁ ଜଙ୍ଗଲୀ ରାସ୍ତାରେ ଆଗକୁ ଟାଣି ନେଉଛି।