ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
୪ର୍ଥ ପାଳିର ଗ୍ୟାରେଣ୍ଟ ନାହିଁ: କାହିଁକି ଏମିତି କହିଲେ ନୀତୀନ ଗଡ଼କରୀ
ବର୍ତ୍ତମାନ ବିଜେପି ନେତୃତ୍ୱାଧୀନ ଏନଡିଏ ସରକାର କ୍ଷମତାରେ ରହିଛି। ଏନଡିଏ ତୃତୀୟ ଥର ପାଇଁ କେନ୍ଦ୍ରରେ କ୍ଷମତା ଦଖଲ କରିଥିବା ବେଳେ ଅଠାୱାଲେ ଓ ଗଡ଼କରୀ ମଧ୍ୟ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟରେ ସ୍ଥାନ ପାଇଛନ୍ତି।
National
୭ ଯାଏ ଜେଲ ହାଜତକୁ ଗଲେ ଆପ୍ ବିଧାୟକ
ଅମନତୁଲ୍ଲା ଖାନ ୱାକଫ ବୋର୍ଡର ଅଧ୍ୟକ୍ଷ ଥିବା ବେଳେ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି।
National
ଡାକ୍ତରଖାନା ଶୌଚାଳୟରେ ପ୍ରସବ, ନବଜାତକ ମୃତ
ପରିବାର ଲୋକେ ଏବଂ ସ୍ୱେଚ୍ଛାସେବୀ ସଂଗଠନ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରିଛନ୍ତି।
National
କେଜ୍ରିଓ୍ୱାଲଙ୍କ ପାଇଁ ଆସନ ଖାଲି ରଖିଲେ ଆତିଶୀ, କହିଲେ- ଭରତ ଭଳି କାମ କରିବି
ଅରବିନ୍ଦ କେଜରିୱାଲଙ୍କ ଚେୟାର ପାର୍ଶ୍ୱରେ ଅନ୍ୟ ଏକ ଚୌକିରେ ବସି ଆତିଶୀ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ ଆରମ୍ଭ କରିଛନ୍ତି।
National
'ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଦେଖିବା କିମ୍ବା ଡାଉନଲୋଡ୍ କରିବା ଅପରାଧ'
ସୁପ୍ରିମକୋର୍ଟ ପୋକ୍ସୋ ଆକ୍ଟରେ ପରିବର୍ତ୍ତନ କରି ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଶବ୍ଦ ସ୍ଥାନରେ ଶିଶୁ ଯୌନ ନିର୍ଯାତନା ତଥା ଦୁର୍ବ୍ୟବହାର ସାମଗ୍ରୀ ଲେଖାଯାଉ ବୋଲି କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଛନ୍ତି।