ଓଡ଼ିଶାରେ ପୁଞ୍ଜି ନିବେଶ କରିବାକୁ ନାକ ଟେକୁଛନ୍ତି ନିବେଶକାରୀ। ସବୁଥାଇ ବି ଏଠି ଲୋକେ ବେକାର। ମେକ୍ ଇନ ଓଡ଼ିଶାର ତୃତୀୟ ସଂସ୍କରଣ ହେବାକୁ ଯାଉଛି। ପ୍ରଚାର ପାଇଁ ରୋଡ ସୋ କରୁଛନ୍ତି ସରକାର। କିନ୍ତୁ ଫଳ ଶୂନ।
https://youtu.be/m78LM_ZlLP8
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ରେମିକା ସହ ମିଶି ପତ୍ନୀ ତଣ୍ଟି ଚିପିଥିଲେ, ବର୍ଷେ ପରେ ବନ୍ଧା ହେଲେ
ଭଲ ପାଇବା ରାସ୍ତାରେ ପତ୍ନୀ କଣ୍ଟା ହେବାରୁ ତାଙ୍କୁ ରାସ୍ତାରୁ ହଟାଇବାକୁ ଯୋଜନା କଲେ। ପ୍ରେମିକା ସହ ମିଶି ପତ୍ନୀଙ୍କ ତଣ୍ଟି ଚିପି ଦେଲେ।
National
କାର୍କୁ ମୁହାଁମୁହିଁ ପିଟିଲା ଟ୍ରକ୍; ୬ ମୃତ, ୭ ଗୁରୁତର
ଏକ ଟ୍ରକ୍ ଓ ଏସୟୁଭି କାର୍ ମୁହାଁମୁହିଁ ଧକ୍କା ହେବା ପରେ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୭ ଜଣ ଗୁରୁତର ହୋଇଛନ୍ତି।
National
କୋଚିଙ୍ଗ ସେଣ୍ଟରରେ ବିଷାକ୍ତ ଗ୍ୟାସ ଲିକ୍; ୧୨ ଛାତ୍ରଛାତ୍ରୀ ଅଚେତ
ଅଚେତ ହୋଇଥିବା ପିଲାମାନଙ୍କ ମଧ୍ୟରେ ଅଧିକାଶଂ ଛାତ୍ରୀ ଥିବା ଜଣାଯାଇଛି।
National
ବିଶିଷ୍ଟ ତବଲା ବାଦକ ଉସ୍ତାଦ ଜାକିର ହୁସେନଙ୍କ ପରଲୋକ
ପଦ୍ମଶ୍ରୀ, ପଦ୍ମ ଭୂଷଣ ଓ ପଦ୍ମ ବିଭୂଷଣ ଭଳି ସମ୍ମାନରେ ହୋଇଥିଲେ ସମ୍ମାନୀତ। ଜାକିର ହୁସେନଙ୍କୁ ମୃତ୍ୟୁ ବେଳକୁ ୭୩ ବର୍ଷ ବୟସ ହୋଇଥିଲା।
Politics
ଇଭିଏମ୍ ପ୍ରସଙ୍ଗରେ କଂଗ୍ରେସର ସାଥ ଦେଲେନି ଓମାର ଅବଦୁଲ୍ଲା
ଆଶା ଅନୁଯାୟୀ ଫଳାଫଳ ନମିଳିଲେ ଇଭିଏମ୍ ଉପରେ ପ୍ରଶ୍ନ ଉଠାଇବା ଭୁଲ୍ ବୋଲି କହିଲେ ଓମାର ଅବଦୁଲ୍ଲା। କଂଗ୍ରେସକୁ କଲେ ସମାଲୋଚନା।