ଶେଷରେ ଦୀର୍ଘ ଚାରି ବର୍ଷର କଳ୍ପନାଜଳ୍ପନାରେ ଅନ୍ତ ଘଟିଛି। ଜାପାନ ରାଜକୁମାରୀ ମାକୋ, ଏକ ସାଧାରଣ ପରିବାରରୁ ଆସୁଥିବା ନିଜ ସହପାଠୀଙ୍କୁ ବିବାହ କରିବାର ରାସ୍ତା ପରିସ୍କାର ହୋଇଛି। ମାକୋ ତାଙ୍କ ସହପାଠୀ କେଇ କୋମୁରୋଙ୍କୁ ବିବାହ କରିବାକୁ ଯାଉଛନ୍ତି। ତେବେ ଏଥିପାଇଁ ରାଜକୁମାରୀ ମାକୋଙ୍କୁ ରାଜକୁମାରୀ ପଦ ଛାଡ଼ିବାକୁ ପଡ଼ିବ। କେବଳ ସେତିକି ନୁହେଁ, ସାଧାରଣ ପରିବାରର ଯୁବକକୁ ବାହା ହେଉଥିବାରୁ ପ୍ରାୟ 8 କୋଟିର କ୍ଷତିପୂରଣ ଦେବାକୁ ପଡ଼ିବ
https://www.youtube.com/watch?v=h9N4Sm-Kpsg
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଭୟଙ୍କର ବାୟୁ ପ୍ରଦୂଷଣ, ସ୍କୁଲ ବନ୍ଦ, GRPA 4 ଲାଗୁ
ଶିଶୁ, ବରିଷ୍ଠ ନାଗରିକ ଏବଂ ହୃଦରୋଗ ଓ ଶ୍ୱାସ ଜନିତ ସମସ୍ୟା ଥିବା ରୋଗୀଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି।
National
ଦିଲ୍ଲୀ ବାୟୁର ମାନ 'ସିଭିୟର ପ୍ଲସ୍', ସୋମବାରଠୁ ଅନଲାଇନ୍ କ୍ଲାସ୍
ଦିଲ୍ଲୀରେ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ୪୫୭ ସ୍ତରରେ ପହଞ୍ଚିଛି। ଯେଉଁଥିପାଇଁ ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ (CAQM) ସୋମବାର ସକାଳ ୮ଟାରୁ ଦିଲ୍ଲୀ ଏନସିଆରରେ GRAP-4 କାର୍ଯ୍ୟକାରୀ କରିବାକୁ ଘୋଷଣା କରିଛି।
Crime
ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବାରୁ ଅଢ଼େଇ ଲକ୍ଷ ଫାଇନ, ଲାଇସେନ୍ସ ରଦ୍ଦ
ଥ୍ରିସୁର ମେଡିକାଲ କଲେଜକୁ ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସକୁ ରାସ୍ତା ଛାଡ଼ିନଥିଲେ କାର ଚାଳକ। ସୋଶାଲ ମିଡିଆରେ ଭାଇରାଲ ହେଉଛି ଭିଡିଓ।
National
'ପରିସ୍ଥିତି ସୁଧାରିବାରେ ବିଫଳ'; ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି
ମଣିପୁରରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ମୁଖ୍ୟମନ୍ତ୍ରୀ ବୀରେନ ସିଂହଙ୍କ ନେତୃତ୍ୱରେ ବିଜେପି ସରକାର ବର୍ତ୍ତମାନର ପରିସ୍ଥିତିର ମୁକାବିଲା କରିବାରେ ବିଫଳ ହୋଇଥିବା ଅଭିଯୋଗ କରିଛି ଏନପିପି।
Accident
ପୁଣି ହିଟ୍ ଆଣ୍ଡ ରନ୍; ନେତା ପୁଅଙ୍କ ଦାମୀ ଗାଡ଼ି ଚକା ତଳେ ଚାଲିଗଲା ଜୀବନ
କର୍ଣ୍ଣାଟକର ଜଣେ କଂଗ୍ରେସ ନେତାଙ୍କ ପୁଅର SUV କାର୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।