ଅଦ୍ୟତନ ହୋଇଛି
0090 TH
Advertisment
କାନ୍ଧ ତଳକୁ ହାତରେ ଦିଆଯିବ କରୋନା ଟିକା । ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ସେ କହିଛନ୍ତି, ଟିକା ଦେବାକୁ ଆମେ ପ୍ରସ୍ତୁତ । ଟିକାକରଣ ପାଇଁ ରାଜ୍ୟରେ ୨୯ ହଜାର କେନ୍ଦ୍ର ରହିଛି । ପ୍ରଥମେ ଟିକାକରଣ କେନ୍ଦ୍ରରେ ସବୁ ବ୍ୟବସ୍ଥା ତଦାରଖ କରାଯିବ । ପ୍ରତୀକ୍ଷାଳୟ, ଟିକାକରଣ ଓ ନୀରିକ୍ଷଣ ରୁମ୍ ଅଛି ନା ନାହିଁ ତଦାରଖ ହେବ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2021/01/0090-TH.jpg)