ପୁଲିସ ବାବୁଙ୍କୁ ତୀର ମାଡ଼

ମଦ ଧରିବାକୁ ଯାଇଥିବା ବେଳେ ଫାଣ୍ଡି ଅଧିକରୀଙ୍କୁ ତୀର ମାଡ଼ ହୋଇଛି ବୋଲି ଥାନାରେ ଅଭିଯୋଗ ହୋଇଛି। ଏପରି ଘଟଣା ସୁନ୍ଦରଗଡ଼ ଜିଲ୍ଲା ଟେନ୍ସା ଫାଣ୍ଡି ଅଞ୍ଚଳରେ ଘଟିଛି।