mo bus
Advertisment
ମଝି ରାସ୍ତାରେ ଯାତ୍ରୀଙ୍କୁ କନ୍ଦାଇଲା ମୋ ବସ୍। କଟକ କାଠଯୋଡ଼ି ରିଙ୍ଗ ରୋଡ଼ ରାଜାବଗିଚା ନିକଟରେ ମଝି ରାସ୍ତାରେ ଅଟକିଲା ମୋ ବସ୍। ବସ୍ର ଆଗ ପଛ ଦୁଇଟି ଡୋର୍ ନଖୋଲିବାରୁ ଯାତ୍ରୀଙ୍କ ମଧ୍ୟରେ କିଛି ସମୟ ପଶିଲା ଛନକା। ବେଶ କିଛି ସମୟ ଧରି ସ୍ଥାନୀୟ ଲୋକଙ୍କ ଚେଷ୍ଟା ପରେ ବସ୍ରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର ହେଲେ। କନ୍ଦରପୁରରୁ ଧବଳେଶ୍ୱର ଅଭିମୁଖେ ଯାଉଥିବା ୮୩ ନମ୍ବର ରୁଟ୍ର ଏକ ମୋ ବସ୍ ରାଜାବଗିଚା ନିକଟରେ ହଠାତ ଖରାପ ହୋଇଯାଇଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2022/10/mo-bus-1.jpg)