goodly
Advertisment
କଂଗ୍ରେସରେ ମିଶିଲେ ବିଶିଷ୍ଟ ଓଡ଼ିଆ ସଙ୍ଗୀତକାର ଗୁଡ଼ଲି ରଥ। ରାଜ୍ୟ ପ୍ରଭାରୀ ଏ. ଚେଲ୍ଲା କୁମାର ଓ ପିସିସି ସଭାପତିଙ୍କ ଉପସ୍ଥିତିରେ କଂଗ୍ରେସରେ ଯୋଗ ଦେଲେ। ମୋ ବାପା ମଧ୍ୟ କଂଗ୍ରେସ ବିଧାୟକ ଥିଲେ ଏବଂ ରାହୁଲ ଗାନ୍ଧିଙ୍କ ଭାରତ ଯୋଡ଼ ଯାତ୍ରାରୁ ଅନୁପ୍ରାଣିତ ହୋଇ କଂଗ୍ରେସ ହାତ ଧରିଲେ ବୋଲି କହିଛନ୍ତି ଗୁଡ଼ଲି ରଥ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2022/12/goodly.jpg)