ଅବସରପ୍ରାପ୍ତ ଆଇଆରଟିଏସ୍ ଅଫିସରଙ୍କୁ ପ୍ରମୁଖ ସଚିବ ଭାବେ ନିଯୁକ୍ତିକୁ ନେଇ ରାଜ୍ୟ ସରକାରଙ୍କୁ ବିଜେପିର ଟାର୍ଗେଟ। ରାଜ୍ୟରେ ପ୍ରତିବଦ୍ଧ ଅମଲାତନ୍ତ୍ର ଗଠନ ଲାଗି ରାଜ୍ୟ ସରକାର ଏଭଳି ନିଯୁକ୍ତି ଦେଇଥିବା ବିଜେପି ଅଭିଯୋଗ କରିଛି। ତା ଛଡ଼ା ପ୍ରଧାନମନ୍ତ୍ରୀଙ୍କ ବିରୋଧୀଙ୍କୁ ରାଜ୍ୟ ସରକାର ପୁରସ୍କାର ଦେଉଛନ୍ତି ବୋଲି ବିଜେପି ନେତା ସୁଦର୍ଶନ ନାୟକ କହିଛନ୍ତି।
https://youtu.be/3sWNqW9x4S8
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
୧୩ କୋଟିର ଘଣ୍ଟା ଆଣିଲେ ଦମ୍ପତି, ବାନ୍ଧିଲା ପୁଲିସ
ଦୁବାଇରୁ ପ୍ରାୟ ୧୩ କୋଟି ଟଙ୍କା ମୂଲ୍ୟର ଦୁଇଟି ଦାମୀ ଘଣ୍ଟା ଚୋରା ଚାଲାଣ କରିବା ଅଭିଯୋଗରେ ରାଜସ୍ଥାନର ଜଣେ ସ୍ୱାମୀ-ସ୍ତ୍ରୀଙ୍କୁ ଶୁକ୍ରବାର ଅହମ୍ମଦାବାଦ ବିମାନବନ୍ଦରରୁ ପୁଲିସ ଗିରଫ କରିଛି।
National
ଉଇ ଖାଇଗଲା ଲକର୍ର ୧୮ ଲକ୍ଷ
୧୮ ଲକ୍ଷ ଟଙ୍କାର ନୋଟ୍ ଖାଇ ସଫାଚଟ୍ କରିଦେଇଛି ଉଇ। ବ୍ୟାଙ୍କ ପକ୍ଷରୁ ଟଙ୍କାଟେ ବି କ୍ଷତିପୂରଣ ପାଇଲେନି ବିଚାରୀ ମହିଳା।
National
ଏନ୍କାଉଣ୍ଟର, ଟଳିଲେ ୩ ଖଲିସ୍ତାନୀ ଆତଙ୍କୀ
ଘଟଣାସ୍ଥଳରୁ ଦୁଇଟି AK-47 ବନ୍ଧୁକ ସହ ଅନ୍ୟ ମାରଣାସ୍ତ୍ର ଜବତ କରିଛି ପୁଲିସ।
Science & Environment
ମହାକାଶରେ ଝୁଡ଼ଙ୍ଗ ମଞ୍ଜି ହେବ ଗଜା
କ୍ରପ୍ ପେଲୋଡ୍ରେ ୮ଟି ଝୁଡ଼ଙ୍ଗ ମଞ୍ଜିକୁ ମହାକାଶକୁ ପଠାଇବ ଇସ୍ରୋ। ସେହିପରି RV ସାଟ୍-1 ପେଲୋଡଡ୍ରେ ମହାକାଶକୁ ଯିବ ମଣିଷ ପାକସ୍ଥଳୀ ଓ ଅନ୍ତନଳୀରେ ରହୁଥିବା ଜୀବାଣୁ।
National
ଫୁଟ୍ପାଥରେ ଶୋଇଥିଲେ ୯ ଜଣ, ମାଡ଼ିଗଲା ଡମ୍ପର୍
ଘଟଣାସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ଛୋଟ ପିଲା ଅଛନ୍ତି। ସେହିପରି ଅନ୍ୟ ୬ ଜଣ ଗୁରୁତର ହୋଇଛନ୍ତି।