ଭୋଟ୍‌ ଡାଇଭର୍ଟ ନୁହେଁ, ଡିଲ୍‌!

ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କର ବିସ୍ଫୋରକ ବୟାନକୁ ନେଇ ରାଜ୍ୟ ରାଜନୀତିରେ କଂପନ। ସିଧା ମୁଖ୍ୟମନ୍ତ୍ରୀଙ୍କୁ ନିଶାନା କରିଛନ୍ତି ଜୟନାରାୟଣ। କହିଛନ୍ତି, ପଦ୍ମପୁରକୁ ପ୍ରଚାରରେ ଯିବା ପୂର୍ବରୁ ଡିଲ୍‌ କରିଥିଲା ବିଜେଡି। ଭୁବନେଶ୍ୱରରେ କଂଗ୍ରେସର ଶୀର୍ଷ ନେତୃତ୍ୱଙ୍କ ସହ ହୋଇଥିଲା ମୂଲଚାଲ।

deal

Debendra Prusty
  • Published: Monday, 12 December 2022
  • , Updated: 12 December 2022, 10:34 AM IST

ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କର ବିସ୍ଫୋରକ ବୟାନକୁ ନେଇ ରାଜ୍ୟ ରାଜନୀତିରେ କଂପନ। ସିଧା ମୁଖ୍ୟମନ୍ତ୍ରୀଙ୍କୁ ନିଶାନା କରିଛନ୍ତି ଜୟନାରାୟଣ। କହିଛନ୍ତି, ପଦ୍ମପୁରକୁ ପ୍ରଚାରରେ ଯିବା ପୂର୍ବରୁ ଡିଲ୍‌ କରିଥିଲା ବିଜେଡି। ଭୁବନେଶ୍ୱରରେ କଂଗ୍ରେସର ଶୀର୍ଷ ନେତୃତ୍ୱଙ୍କ ସହ ହୋଇଥିଲା ମୂଲଚାଲ।

https://youtu.be/jQCvCvSrRrQ

Related story