ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି .ନଡ୍ଡା ଏବଂ ଅମିତ ଶାହଙ୍କୁ ଭେଟିବା ପରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ବଡ଼ ବୟାନ। ୨୪ରେ ଫସଲ ଅମଳ ପାଇଁ ବିଜେପି ଆରମ୍ଭ କରିଦେଲାଣି ଚାଷବାସ। ୨୦୨୪ରେ ବିଜେପି କଭଳି କ୍ଷମତା ଦଖଲ କରିବ ସେନେଇ ରୋଡମ୍ୟାପ ପ୍ରସ୍ତୁତ ପରେ ବର୍ତ୍ତମାନ କାମ ଆରମ୍ଭ ହୋଇଛି। ରାଜ୍ୟରେ ବର୍ତ୍ତମାନ ଯେଉଁ ଭଳି ଭାବେ ଦୁର୍ନୀତି ବଢି ଚାଲିଛି ସିବିଆଇ ଏବଂ ଇଡିର ଆବଶ୍ୟକତା ରହିଛି ବୋଲି ଜୟ ନାରାୟଣ କହିଛନ୍ତି।
https://youtu.be/AFm7gzNcVFg
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆସାମରୁ ଗିରଫ ହେଲେ ଆଉ ୨ ଦୁଇ ବାଂଲାଦେଶୀ ଆତଙ୍କୀ
ଏହାପୂର୍ବରୁ ଆସାମ, ପଶ୍ଚିମବଙ୍ଗ ଓ କେରଳରୁ ୮ ଜଣ ଏବିଟି ସଦସ୍ୟ ଗିରଫ ହୋଇଥିଲେ। ସେମାନଙ୍କୁ ଜେରା କରାଯିବା ବେଳେ ଅବଦୁଲ ଓ ମୀର୍ଦ୍ଧା ସମ୍ପର୍କରେ ସୂଚନା ମିଳିଥିଲା।
Viral
ଅସୁସ୍ଥ ପତ୍ନୀଙ୍କ ପାଇଁ ନେଲେ VRS, କିନ୍ତୁ ବିଦାୟ ସମ୍ବର୍ଦ୍ଧନା ବେଳେ ଆଖି ବୁଜିଲେ ପତ୍ନୀ
କ୍ୟାମେରାକୁ ଚାହିଁ ହସୁଥିଲେ। ବେକରେ ଥିଲା ବିରାଟ ଗେଣ୍ଡୁମାଳ। କିଛି ଫୁଲ ମଧ୍ୟ ସେ ଧରିଥିଲେ। ସ୍ୱାମୀଙ୍କ ବିଦାୟୀ କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ପାଇଁ ତାଙ୍କ ଚାରି ପାଖର ପରିବେଶ ବେଶ ଉତ୍ସବ ମୁଖର ଥିଲା। ସମସ୍ତେ ଖୁସି ହୋଇ କାର୍ଯ୍ୟକ୍ରମର ମଜା ନେଉଥିଲେ। କିନ୍ତୁ ...
National
ସଂସଦ ନିକଟରେ ନିଜକୁ ଜାଳି ଦେଲେ, ମିଳିଲା ଅଧା ପୋଡ଼ା ଚିଠି
ଘଟଣା ସ୍ଥଳରୁ ପୁଲିସ୍ ଦୁଇ ପୃଷ୍ଠାର ଅଧା ଲେଖା ଚିଠି ଠାବ କରିଛି। କିନ୍ତୁ ଏଥିରେ ଥିବା ବିଷୟବସ୍ତୁ ସମ୍ପର୍କରେ ଜଣାପଡ଼ି ନାହିଁ।
National
ଲିଫ୍ଟ ଦେଉଥିଲା, ଜୀବନ ନେଉଥିଲା: ୧୧ ଜଣଙ୍କୁ ମାରିବା ପରେ ଧରାପଡ଼ିଲା
ଜଣେ ମୃତକଙ୍କ ପୀଠରେ ଅଭିଯୁକ୍ତ ଜଣକ ପିଠିରେ ଧୋକା ବାଜ ବୋଲି ଲେଖିଥିଲା। ପୀଡ଼ିତ ଜଣଙ୍କ ପୂର୍ବତନ ସେନା କର୍ମଚାରୀ। ସେ ଗୋଟିଏ ଘରୋଇ ଫ୍ୟାକ୍ଟ୍ରୀରେ ସିକ୍ୟୁରିଟୀ ଗାର୍ଡ ଭାବେ କାମ କରୁଥିଲେ।
Politics
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା, କହିଲେ ଏମିତି କଥା
ମୋଦି ଦାବି କରିଛନ୍ତି ଯେ ବାବା ସାହେବ ଆମ୍ବେଦକର ଭାରତର ଜଳ ସଂରକ୍ଷଣ ନୀତିକୁ ଉପଯୁକ୍ତ ରୂପ ଦେବାକୁ ଚେଷ୍ଟା କରୁଥିବା ବେଳେ କଂଗ୍ରେସ ନିୟମିତ ଭାବେ ତାଙ୍କ ଅବଦାନକୁ ଅଣଦେଖା କରି ଆସୁଥିଲା।