ଓଡ଼ିଶାର ୨୦୨୨-୨୩ ବଜେଟରେ କେଉଁଠୁ ଆଣି କେଉଁଠି ଖର୍ଚ୍ଚ କରିବେ ସରକାର? ସଂପତ୍ତି ବିକି ମାଉଁସ ଭାତ ଖାଇବା ପରି ଓଡ଼ିଶା ବଜେଟ ନୁହେଁ କି? ୨ ଲକ୍ଷ କୋଟି ଟଙ୍କାର ବଜେଟରେ ୧.୨୫ ଲକ୍ଷ କୋଟି ଟଙ୍କା କେବଳ ଦରମା, ଭତ୍ତା ଓ ଏଷ୍ଟାବ୍ଲିଶମେଣ୍ଟ ଖର୍ଚ୍ଚ। ଆଉ ୨୨ ହଜାର ଋଣ ଓ ସୁଧ ପରିଶୋଧ। ବିକାଶ ପାଇଁ ଖର୍ଚ୍ଚ ହେବ ମାତ୍ର ୪୦ ହଜାର କୋଟି।
https://youtu.be/754fzj1qjmY
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକା ପତ୍ନୀର ସହମତିରେ ଶାରୀରିକ ସମ୍ପର୍କ ସ୍ଥାପନ ବି ଦୁଷ୍କର୍ମ: ବମ୍ବେ ହାଇକୋର୍ଟ
ଜଣେ ଯୁବତୀ ସ୍ୱାମୀଙ୍କ ବିରୁଦ୍ଧରେ ଆଣିଥିବା ଦୁଷ୍କର୍ମ ଅଭିଯୋଗର ଶୁଣାଣି ସମୟରେ ଏପରି ଟିପ୍ପଣୀ ଦେଇଛନ୍ତି ବମ୍ବେ ହାଇକୋର୍ଟ।
National
ଗାୟକ ଦିଲଜିତ ଦୋସାଞ୍ଜଙ୍କୁ ତେଲାଙ୍ଗାନା ସରକାରଙ୍କ ନୋଟିସ୍
ଆଜି ହାଇଦ୍ରାବାଦରେ ଗାୟକ ଦିଲଜିତ ଦୋସାଞ୍ଜଙ୍କ ମ୍ୟୁଜିକ୍ କନ୍ସର୍ଟର କାର୍ଯ୍ୟକ୍ରମ ରହିଛି।
National
ନିଜ ମାଲିକଙ୍କୁ କାମୁଡ଼ି ଲହୁଲୁହାଣ କଲା ପୋଷା କୁକୁର
୨୬ ବର୍ଷୀୟ ଯୁବକଙ୍କ ମୁହଁକୁ କାମୁଡ଼ି ଲହୁଲୁହାଣ କରିଛି ନିଜ ପୋଷା ପିଟ୍ବୁଲ୍ କୁକୁର। ଡାକ୍ତରଖାନାରେ ଅସ୍ତ୍ରୋପଚାର ପରେ ଚିକିତ୍ସାଧୀନ ଅଛନ୍ତି ଯୁବକ।