ପ୍ରବଳ ବିରୋଧ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ ଶେଷ ହୋଇଛି। ବିରୋଧୀମାନଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ବିବାଦୀୟ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗୋଟିଏ ମଞ୍ଚରେ ଦେଖିବାକୁ ମିଳିଥିଲା। ଆଗରୁ କୌଣସି ମନ୍ତ୍ରୀ କିମ୍ୱା ଅଧିକାରୀଙ୍କ ବିରୋଧରେ ସାଧାରଣ ଟିକିଏ ଅଭିଯୋଗ ଆସିଲେ ମୁଖ୍ୟମନ୍ତ୍ରୀ ସଙ୍ଗେସଙ୍ଗେ ତାଙ୍କୁ ବିଦା କରିଦେଉଥିଲେ। ମାତ୍ର କ’ଣ ହୋଇଛି କେଜାଣି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଥିବା ସତ୍ତ୍ୱେ ତାଙ୍କୁ ପାଖରେ ବସାଇଛନ୍ତି, ଏ ପ୍ରଶ୍ନ କରିଛନ୍ତି ବିରୋଧୀ
https://www.youtube.com/watch?v=YlQffn8H5ds
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଇସ୍ତଫା ଦେଲେ ମହାରାଷ୍ଟ୍ରର କଂଗ୍ରେସ ଅଧ୍ୟକ୍ଷ ନାନା ପଟୋଲେ!
ମହାରାଷ୍ଟ୍ର ନିର୍ବାଚନରେ କଂଗ୍ରେସର ବଡ଼ ପରାଜୟ ପରେ ସେ ନିଜ ପଦରୁ ଇସ୍ତଫା ଦେଇଥିବା ନେଇ ଚର୍ଚ୍ଚା ହେଉଛି।
National
କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ଫଡନାବିସଙ୍କୁ ସମର୍ଥନ କଲେ ଅଜିତ ପାଓ୍ୱାର
ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଆସନରେ କିଏ ବସିବ ତାକୁ ନେଇ ଜାରି ରହିଛି ସସ୍ପେନ୍ସ। ଏହାରି ଭିତରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି ଦେବେନ୍ଦ୍ର ଫଡନାବସ, ଅଜିତ ପାଓ୍ୱାର ଓ ଏକନାଥ ସିନ୍ଦେ।
National
ଜୀବନ ନେଲା ଗୁଗୁଲ ମ୍ୟାପ୍, ଅଧା ଗଢ଼ା ପୋଲରୁ ଖସି ପଡ଼ିଲା କାର୍
ଏକ ବିବାହ ଭୋଜରେ ଯୋଗ ଦେବା ପାଇଁ ୩ ଜଣକ ସାଙ୍ଗ ଗୁରୁଗ୍ରାମରୁ ରାଇବରେଲିକୁ କାର୍ ଯୋଗେ ବାହାରିଥିଲେ। ତେବେ ଠିକଣା ସ୍ଥାନରେ ପହଞ୍ଚିବା ପାଇଁ ଏମାନେ ଗୁଗୁଲ ମ୍ୟାପ୍ର ସାହାରା ନେଇଥିଲେ।
National
ମସଜିଦ ସର୍ଭେକୁ ନେଇ ଥମୁନି ହିଂସା: ୪ ମୃତ, ସ୍କୁଲ ବନ୍ଦ
ହିଂସା ପରେ ସମ୍ଭଲ ଏବଂ ଏହାର ଆଖପାଖ ଅଞ୍ଚଳରେ ଇଣ୍ଟରନେଟ୍ ସେବା ବନ୍ଦ ରଖାଯାଇଛି। ସେହିପରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଆଜି ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
National
ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ
ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।