ଏବେ ବରଗଡ଼ରେ ରୀତା ବନାମ ସୁଶାନ୍ତ ଲଢ଼େଇ ଚାଲିଛି। ପଦ୍ମପୁର ଦଳୀୟ ପ୍ରାର୍ଥୀ ଚୟନ ନେଇ ଏ ଦୁଇ ନେତାଙ୍କ ମଧ୍ୟରେ ଶୀତଳ ଯୁଦ୍ଧ ଚାଲିଥିବା ଚର୍ଚ୍ଚା ହେଉଛି। ତେବେ ପ୍ରଶ୍ନ ଉଠୁଛି ଏହି ଲଢ଼େଇ ସୃଷ୍ଟି କରିବନି ତ ବିଜେଡି ପାଇଁ ପଦ୍ମପୁରର ରାଜୁ ଦାସ? ଏମିତି ହେଲେ ପଦ୍ମପୁରରେ ଶକ୍ତିଶାଳୀ ବିଜେପି ନେଇପାରେ ଫାଇଦା।
https://youtu.be/Y5cj_ZFyts0
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ନିଜ ମାଲିକଙ୍କୁ କାମୁଡ଼ି ଲହୁଲୁହାଣ କଲା ପୋଷା କୁକୁର
୨୬ ବର୍ଷୀୟ ଯୁବକଙ୍କ ମୁହଁକୁ କାମୁଡ଼ି ଲହୁଲୁହାଣ କରିଛି ନିଜ ପୋଷା ପିଟ୍ବୁଲ୍ କୁକୁର। ଡାକ୍ତରଖାନାରେ ଅସ୍ତ୍ରୋପଚାର ପରେ ଚିକିତ୍ସାଧୀନ ଅଛନ୍ତି ଯୁବକ।
National
ଅଣନିଃଶ୍ୱାସୀ କରୁଛି ରାଜଧାନୀ ପ୍ରଦୂଷଣ: କାଲି ଠାରୁ ଏହି ସବୁ କାମ ବନ୍ଦ
ବୁଧବାର ସକାଳୁ ଏପରି ସ୍ଥିତି ଲାଗି ରହିଥିବା ବେଳେ ଦିଲ୍ଲୀରେ ବାୟୁର ଗୁଣବତ୍ତା ସାଂଘାତିକ ସ୍ତରକୁ ଖସି ଯାଇଛି। ଏବେ ଦିଲ୍ଲୀର ଏକାଧିକ ଅଞ୍ଚଳରେ ବାୟୁର ଗୁଣବତ୍ତା ସୂଚକାଙ୍କ ୪୦୦ ଉପରେ ରହିଛି।
National
ଦିଲ୍ଲୀ ମେୟର ନିର୍ବାଚନରେ ବିଜେପିକୁ ଝଟକା, ବାଜି ମାରିନେଲା ଆପ୍
ଦିଲ୍ଲୀ ମେୟର ନିର୍ବାଚନରେ ଆପ୍ ପ୍ରାର୍ଥୀ ମହେଶ କୁମାର ଖିଞ୍ଚି ବିଜୟୀ। ୧୦ ଆପ୍ କାଉନସିଲରଙ୍କ କ୍ରସ୍ ଭୋଟିଂ ସତ୍ତ୍ୱେ ବିଜେପିକୁ ଝଟକା।