/odisha-reporter/media/post_attachments/uploads/2021/04/maxresdefault-1-1-2.jpg)
maxresdefault (1) (1)
ସଞ୍ଚୟ ପାଇଁ ସବୁଠାରୁ ଭରସା ଯୋଗ୍ୟ ସଂସ୍ଥା ପୋଷ୍ଟ ଅଫିସ । ଏଥିପାଇଁ ଗ୍ରାମାଞ୍ଚଳ ଲୋକେ ପୋଷ୍ଟ ଅଫିସ ଉପରେ ବେଶୀ ନିର୍ଭରଶୀଳ । ଏଭଳି କ୍ଷେତ୍ରରେ ବର୍ଷ ବର୍ଷ ଧରି ଟଙ୍କା ଜମା କରିଥିବା ଜମାକାରୀଙ୍କ ଖାତାରୁ ଗାଏବ ହୋଇଯାଇଛି ଟଙ୍କା । ଏଭଳି ଅଭିଯୋଗ ଆସିଛି ମାଲକାନଗିରି ଜିଲ୍ଲାର ୩ଟି ପୋଷ୍ଟ ଅଫିସରୁ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
