ସଞ୍ଚୟ ପାଇଁ ସବୁଠାରୁ ଭରସା ଯୋଗ୍ୟ ସଂସ୍ଥା ପୋଷ୍ଟ ଅଫିସ । ଏଥିପାଇଁ ଗ୍ରାମାଞ୍ଚଳ ଲୋକେ ପୋଷ୍ଟ ଅଫିସ ଉପରେ ବେଶୀ ନିର୍ଭରଶୀଳ । ଏଭଳି କ୍ଷେତ୍ରରେ ବର୍ଷ ବର୍ଷ ଧରି ଟଙ୍କା ଜମା କରିଥିବା ଜମାକାରୀଙ୍କ ଖାତାରୁ ଗାଏବ ହୋଇଯାଇଛି ଟଙ୍କା । ଏଭଳି ଅଭିଯୋଗ ଆସିଛି ମାଲକାନଗିରି ଜିଲ୍ଲାର ୩ଟି ପୋଷ୍ଟ ଅଫିସରୁ ।
https://www.youtube.com/watch?v=bV_EDm0GhHY