ଦେଶ news ଲିଟର ପିଛା ୭ ଟଙ୍କା ଶସ୍ତା ହେବ ପେଟ୍ରୋଲ! ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଯଥେଷ୍ଟ ହ୍ରାସ ପାଇଛି। ଏହା ବ୍ୟତୀତ ଡିଜେଲ ଓ ବିମାନ ଇନ୍ଧନ ରପ୍ତାନି ଉପରେ ଲାଗୁ ହେଉଥିବା ଶୁଳ୍କ ସରକାର କମାଇଛନ୍ତି। କିଛିମାସ ହେଲା ଦେଶରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି। Debendra Prusty 22 Sep 2022 12:17 IST petrolଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଯଥେଷ୍ଟ ହ୍ରାସ ପାଇଛି। ଏହା ବ୍ୟତୀତ ଡିଜେଲ ଓ ବିମାନ ଇନ୍ଧନ ରପ୍ତାନି ଉପରେ ଲାଗୁ ହେଉଥିବା ଶୁଳ୍କ ସରକାର କମାଇଛନ୍ତି। କିଛିମାସ ହେଲା ଦେଶରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି।Advertisment Diesel Price Petrol Price Cheaper Petrol Read More ଆମର ନ୍ୟୁଜଲେଟରକୁ ସବସ୍କ୍ରାଇବ କରନ୍ତୁ! Be the first to get exclusive offers and the latest newsବର୍ତ୍ତମାନ ସବସ୍କ୍ରାଇବ କରନ୍ତୁ ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ