hanging
Advertisment
ଆସିଲା ଅଭିନେତା ରାଇମୋହନ ପରିଡ଼ାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ। ଶ୍ୱାସରୁଦ୍ଧରୁ ରାଇମୋହନଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଗଳାରେ ରଶି ଲଗାଇବା କାରଣରୁ ଶ୍ୱାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଛି। ରାଇମୋହନଙ୍କ ଶରୀରରେ ରହିଥିବା ସାମାନ୍ୟ କ୍ଷତ ମୃତ୍ୟୁ ପୂର୍ବର ହ୍ୟାଙ୍ଗିଙ୍ଗ୍ ଯୋଗୁଁ ହୋଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2022/06/hanging.jpg)