/odisha-reporter/media/post_attachments/uploads/2022/06/actress.jpg)
actress
ଓଡ଼ିଆ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ପୋଷ୍ଟମର୍ଟମ ରିପୋର୍ଟ ଏବେ ସାମ୍ନାକୁ ଆସିଛି। ରଶ୍ମିରେଖା ଆତ୍ମହତ୍ୟା କରିଥିବା ନେଇ ପୋଷ୍ଟମର୍ଟମ ରିପୋର୍ଟରୁ ସୂଚନା ମିଳିଛି। ରଶ୍ମିରେଖାଙ୍କ ମୃତ୍ୟୁ ସୁଇସାଇଡାଲ୍ ହ୍ୟାଙ୍ଗିଙ୍ଗ ଜନିତ ବୋଲି ପୋଷ୍ଟମର୍ଟମରୁ ସ୍ପଷ୍ଟ ହୋଇଛି।
Advertisment
/odisha-reporter/media/post_attachments/uploads/2022/06/actress.jpg)
actress