Advertisment

ପୋଷ୍ଟମର୍ଟମ ରିପୋର୍ଟରେ ଆସିଲା ସତ

ଓଡ଼ିଆ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ପୋଷ୍ଟମର୍ଟମ ରିପୋର୍ଟ ଏବେ ସାମ୍ନାକୁ ଆସିଛି। ରଶ୍ମିରେଖା ଆତ୍ମହତ୍ୟା କରିଥିବା ନେଇ ପୋଷ୍ଟମର୍ଟମ ରିପୋର୍ଟରୁ ସୂଚନା ମିଳିଛି। ରଶ୍ମିରେଖାଙ୍କ ମୃତ୍ୟୁ ସୁଇସାଇଡାଲ୍ ହ୍ୟାଙ୍ଗିଙ୍ଗ ଜନିତ ବୋଲି ପୋଷ୍ଟମର୍ଟମରୁ ସ୍ପଷ୍ଟ ହୋଇଛି।

ପୋଷ୍ଟମର୍ଟମ ରିପୋର୍ଟରେ ଆସିଲା ସତ

actress

Advertisment

ଓଡ଼ିଆ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ପୋଷ୍ଟମର୍ଟମ ରିପୋର୍ଟ ଏବେ ସାମ୍ନାକୁ ଆସିଛି। ରଶ୍ମିରେଖା ଆତ୍ମହତ୍ୟା କରିଥିବା ନେଇ ପୋଷ୍ଟମର୍ଟମ ରିପୋର୍ଟରୁ ସୂଚନା ମିଳିଛି। ରଶ୍ମିରେଖାଙ୍କ ମୃତ୍ୟୁ ସୁଇସାଇଡାଲ୍ ହ୍ୟାଙ୍ଗିଙ୍ଗ ଜନିତ ବୋଲି ପୋଷ୍ଟମର୍ଟମରୁ ସ୍ପଷ୍ଟ ହୋଇଛି।

Advertisment

Actress In Love Tele Actress Rashmirekah Murder Mystery Rashmirekha Post Mortem Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe