ଘଞ୍ଚ ଜଙ୍ଗଲ ଭିତରେ ମଞ୍ଚ। ଆଉ ମଞ୍ଚକୁ ଘେରି ରହିଛନ୍ତି ଗାଁ ଲୋକେ। ଆଉ ତାରି ଭିତରେ ଲାପଟପ୍ ଧରି କାମ କରୁଛନ୍ତି ଦୁଇ ଜଣ ଯୁବକ। ଏହା ହେଉଛି ଜଙ୍ଗଲ ଭିତରେ ଥିବା ଏକ ଜନସେବା କେନ୍ଦ୍ର। କନ୍ଧମାଳ ଜିଲ୍ଲା ବାଳନ୍ଦାପଡ଼ା ପଞ୍ଚାୟତ କେନ୍ଦୁଗୁଡ଼ାସାହି ନିକଟରେ ଥିବା ଜଙ୍ଗଲରେ ରହିଛି ଏହି ଜନସେବା କେନ୍ଦ୍ର ।
https://youtu.be/PyIw5sSEW1U
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆଉ ନାହାନ୍ତି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ
ପିଭି ନରସିଂହ ରାଓଙ୍କ ସରକାରରେ ମନମୋହନ ସିଂହ ଦେଶର ଅର୍ଥମନ୍ତ୍ରୀ ଥିଲେ। ଏହି ସମୟରେ ଭାରତୀୟ ଅର୍ଥନୀତିରେ ସେ ବୈପ୍ଳବିକ ପରିବର୍ତ୍ତନ ଆଣିଥିଲେ। ଭାରତୀୟ ଅର୍ଥନୀତି ତାଙ୍କ ତୁଳୀରେ ନୂଆ ରୂପ ପାଇଥିଲା।
National
ବିଗିଡ଼ିଲା ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟାବସ୍ଥା, ଏମ୍ସରେ ହେଲେ ଭର୍ତ୍ତି
ଏବେ ସେଠାରେ ତାଙ୍କର ଚିକିତ୍ସା ସ୍ୱତନ୍ତ୍ର ଡାକ୍ତରୀ ଟିମ ପକ୍ଷରୁ କରାଯାଉଛି। କିନ୍ତୁ ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।
National
ଦରମା ଥିଲା ୧୩ ହଜାର, କିନ୍ତୁ ଠକି ନେଲା ୨୧ କୋଟି: ଗର୍ଲଫ୍ରେଣ୍ଡକୁ ଦେଇଥିଲା 4BHK ଫ୍ଲାଟ
ପୁଲିସ୍ କହିଛି ଯେ ଏହି ଟଙ୍କାରେ ୧.୨ କୋଟି ବଳରେ ଗୋଟିଏ BMW, ୧.୩ କୋଟି ଟଙ୍କାରେ ଗୋଟିଏ ଏସ୍ୟୁଭି ଓ ୩୨ ଲକ୍ଷ ଟଙ୍କା ବଳରେ ଗୋଟିଏ BMW ବାଇକ କିଣା ଯାଇଥିଲା।
Business
୧୦.୫୦ ଲକ୍ଷ ଯାଏ ଆୟ କରୁଥିଲେ ଦେବାକୁ ପଡ଼ିପାରେ କମ ଟିକସ!
ଆସନ୍ତାବର୍ଷ ଫେବୃଆରୀ ୧ରେ କେନ୍ଦ୍ର ସରକାର ପୂର୍ଣ୍ଣାଙ୍ଗ ବଜେଟ ସଂସଦରେ ଉପସ୍ଥାପନ କରିବେ। ଏହି ସମୟରେ ନୂଆ ଟିକସ ବ୍ୟବସ୍ଥା ଆସିବାର ଯଥେଷ୍ଟ ସମ୍ଭାବନା ରହିଛି।
Politics
‘ଭୋଟରଙ୍କୁ ଟଙ୍କା ବାଣ୍ଟୁଛନ୍ତି’ ବିଜେପି ନେତା: EDରେ ଅଭିଯୋଗ କଲା ଆପ୍
ଆଜି ଟଙ୍କା ବାଣ୍ଟିବା ଅଭିଯୋଗ ଆଣି ସଞ୍ଜୟ ସିଂହ ଇଡି ଅଫିସରେ ପହଞ୍ଚି ଲିଖିତ ଅଭିଯୋଗ କରିଛନ୍ତି। ଦିନକ ତଳେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଆତିଶୀ ଅଭିଯୋଗ କରିଥିଲେ ଯେ ବିଜେପି ନେତା ପରଭେଶ ବର୍ମା ନୂଆଦିଲ୍ଲୀ ନିର୍ବାଚନ ମଣ୍ଡଳୀରେ ମହିଳାଙ୍କୁ ଟଙ୍କା ବାଣ୍ଟୁ ଥିବା ଅଭିଯୋଗ କରିଥିଲେ।