/odisha-reporter/media/post_attachments/uploads/2021/03/maxresdefault-4.jpg)
maxresdefault (4)
୧୯୯୦ ବ୍ୟାଚ୍ ଆଇପିଏସ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ପୁଲିସ କମିଶନର ପଦବୀରୁ ହଟାଇ ପୁଲିସ ହାଉସିଂ ବୋର୍ଡ ସିଏମଡି ଭାବେ ନିଯୁକ୍ତି ଦିଆଯାଇଛି। ଶ୍ରୀ ଷଡ଼ଙ୍ଗୀଙ୍କ ସ୍ଥାନରେ ୧୯୯୫ ବ୍ୟାଚ୍ ଆଇପିଏସ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଭୁବନେଶ୍ୱର-କଟକ ପୁଲିସ କମିଶନର ଭାବେ ଅବସ୍ଥାପିତ କରାଯାଇଛି । ତେବେ କାହିଁକି ଟ୍ୱିନ୍ ସିଟିରେ ବଦଳିଲେ ସିପି ଏହା ପଛରେ କିଛି ନିର୍ଦ୍ଦିଷ୍ଟ କିଛି ଉଦ୍ଦେଶ୍ୟ ନାହିଁ ତ ?ଦେଖନ୍ତୁ ଆମର ସ୍ପେଶାଲ ରିପୋର୍ଟ କାହିଁକି ଅତର୍କିତ ବିଦା ହେଲେ ସୁଧାଂଶୁ ?
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
